୯ ଦିନରେ ଗଲାଣି ୫ ବାଘଙ୍କ ଜୀବନ

ଭୋପାଳ : ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ଅଭୟାରଣ୍ୟରେ ଗତ ନଅ ଦିନ ମଧ୍ୟରେ ୫ ବାଘଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସିଡିଭି (କାନାଇନ ଡିସ୍‌ଟେମ୍ପର ଭାଇରସ୍‌) ଭୂତାଣୁ ଯୋଗୁଁ ଏମାନଙ୍କର ମୃତ୍ୟୁ ଘଟିଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି। ମୃତକଙ୍କ ମଧ୍ୟରେ ବାଘୁଣୀ (ଟି-୧୪୧) ଓ ତାହାର ଚାରି ଶାବକ ସାମିଲ ଅଛନ୍ତି। ଏପ୍ରିଲ ୨୧ରୁ ୨୪ ମଧ୍ୟରେ ତିନିଟି ଶାବକର ମୃତ୍ୟୁ ଘଟିଥିବାବେଳେ ୨୭ରେ ବାଘୁଣୀ ଓ ଅନ୍ୟ ଶାବକକୁ ଅସୁସ୍ଥ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ବାଘୁଣୀ ଓ ଶାବକ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ କାହ୍ନା ଅଭୟାରଣ୍ୟରେ ୧୨୦ ପ୍ରାପ୍ତ ବୟସ୍କ ଓ ୪୦ରୁ ଅଧିକ ଶାବକ ବାସ କରୁଛନ୍ତି। ଏମାନେ ଯେପରି ସିଡିଭି ଭୂତାଣୁ ଦ୍ବାରା ଆକ୍ରାନ୍ତ ନ ହେବେ, ସେଥିପାଇଁ ପ୍ରାଣୀ ଚିକିତ୍ସକ ଦଳ ଓ ବନ ବିଭାଗ ଅଧିକାରୀ ଉଦ୍ୟମ ଚଳାଇଛନ୍ତି।

  • Related Posts

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ,…

    Continue reading
    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ