ଅଗ୍ନିକାଣ୍ଡ: ପାଉଁଶ ହୋଇଗଲା ୭ ଦୋକାନ

ଯାଜପୁର: ଯାଜପୁର ଜିଲ୍ଲାର ବ୍ରହ୍ମବରଦା ବଜାର ତାରିଣୀ ଛକରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୭ଟି ଦୋକାନ ଘର ଜଳିଯାଇଛି। ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଏକ ଜଳଖିଆ ଦୋକାନ, ଚପଲ ଦୋକାନ, ସାଇକେଲ ଦୋକାନ, ଗଦି ଏବଂ ଲସି ଦୋକାନରେ ନିଆଁ ଲାଗିଯିବାରୁ ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

  • Related Posts

    ହାଇକୋର୍ଟ ଗେଟ୍ ଆଗରେ ୩୪ ପୋଡି ପାଉଁଶ

    କଟକ: ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ…

    Continue reading
    ଶ୍ଵାସରୁଦ୍ଧ ହୋଇ ୨ ମୃତ

    ସମ୍ବଲପୁର: ଆଜି ସକାଳ ପ୍ରାୟ ୯ଟାରେ ବାମରା ବ୍ଲକ କେଶାଇବାହାଲ ଠାରେ ନୂତନ ଭାବେ ତିଆରି ହୋଇଥିବା ଶୌଚାଳୟ ଟାଙ୍କି ଭିତରକୁ ପଶି ସେଣ୍ଟରିଂ ଖୋଳୁଥିବା ବେଳେ ୪ଜଣ ଗୁରୁତର ହୋଇ ପଡ଼ିଥିଲେ । ସେଥି ମଧ୍ୟରୁ ୨ ଜଣ ବ୍ୟକ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ