ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

କେନ୍ଦୁଝର: କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ଗ୍ରାମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ମିଳିଲା ନାବାଳକର ମୃତଦେହ। ଗାଁରେ ଥିବା ପୁରୁଣା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ରବିବାର ଜଣେ ୭ ବର୍ଷୀୟ ନାବାଳକର ମୃତଦେହ ଉଦ୍ଧାର କରିଛି ପୁଲିସ। ମୃତ ନାବାଳକ ନାଁ ହେଉଛି ଅରୁଣ ବବୋଙ୍ଗା।

ଅରୁଣ କୌଣସି କାରଣରୁ ଛାତ ଉପରକୁ ଯାଇଥିଲେ। ଛାତ ଉପରେ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।

  • Related Posts

    ନିଆଁ ଲାଗି ମହିଳା ମୃତ

    ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ରଥୀପୁର ଗାଁରେ ଅଘଟଣ । ନିଆଁ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାଁ ରୀନା ପ୍ରଧାନ ବୋଲି ଜଣାପଡିଛି । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌…

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ