ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍ ଆରୋହୀ ମୃତ

ସାଲେପୁର : ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍ ଆରୋହୀ ମୃତ । ଜଣେ ଗୁରୁତର । ମୃତକ ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ସୂଚନା ମିଳିଛି । ୧୬ ନମ୍ୱର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ସହରାଞ୍ଚଳ ଥାନା ବନ୍ତ ଚକ ବ୍ରିଜ୍ ଉପରେ ଦୁର୍ଘଟଣା ଘଟିଛି । ତେବେ ବାଇକ୍‌ର କିଛି କ୍ଷତି ହୋଇନଥିବାରୁ ଅଜଣା ଗାଡ଼ି ଧକ୍କା ଦେଇଥିବା ସନ୍ଦେହ କରାଯାଉଛି । ତେବେ ଦୁର୍ଘଟଣାରେ ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ଜଣେ ପଶ୍ଚିମବଙ୍ଗର ପୂର୍ବ ମେଦିନପୁର ଅଞ୍ଚଳର ଆସେଦ ଅଲ୍ଲୀ ବୋଲି ସୂଚନା ମିଳିଥିବା ବେଳେ ଅନ୍ୟ ମୃତକ ଓ ଗୁରୁତରଙ୍କ ପରିଚୟ ଅସ୍ପଷ୍ଟ ରହିଛି ।

  • Related Posts

    କ୍ରୁଜ ମିସାଇଲ- LRLACMର ସଫଳ ପରୀକ୍ଷଣ

    ଚାନ୍ଦିପୁର: ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଆଉ ଏକ ସଫଳତା । ଭୂପୃଷ୍ଠକୁ ନିକ୍ଷେପ କରାଯାଇ ପାରୁଥିବା ଦୂରଗାମୀ ଆକ୍ରମଣାତ୍ମକ କ୍ରୁଜ ମିସାଇଲ- LRLACM ର ସଫଳ ପରୀକ୍ଷଣ । ଗତକାଲି ଓଡ଼ିଶାର ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ବୀପରୁ ଏହି କ୍ଷେପଣସାସ୍ତ୍ରର…

    Continue reading
    ବନ୍ଧା ହେଲେ ରସିକିଆ ପ୍ରଫେସର

    ରାଜଧାନୀରୁ ବନ୍ଧା ହେଲେ ରସିକିଆ ପ୍ରଫେସର । ଛାତ୍ରୀଙ୍କୁ ସେକ୍ସୁଆଲ ଫେଭର ମାଗିବା ମହଙ୍ଗା ପଡିଲା। ଅଭିଯୁକ୍ତ ପ୍ରଫେସର ହେଲେ ଅଜିତ ଗୁପ୍ତା । ସେ ଜଣେ ଭେଟେରେନାରି ଛାତ୍ରୀଙ୍କୁ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ ବାଧ୍ୟ କରିଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ