ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି।

କେନ୍ଦୁଝର ଖଣି ବହୁଳ ଜିଲା ହୋଇଥିବାରୁ ଜିଲାରେ ମାତ୍ରାଧିକ ଗାଡି ଚଳାଚଳ କରିଥାଏ। ଏନେଇ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଥିବା ନଜର ରହିଛି। ଏହାକୁ ଦୃଷ୍ଟିରେ ରଖିବା ସହ ଜିଲାର ଅପହଞ୍ଚ ଅଞ୍ଚଳରେ ଏହି ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା ସହାୟକ ହେବ ବୋଲି କେନ୍ଦୁଝର ଜିଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଇଣ୍ଡିଆନ ବାଇବାର୍ଥ ପ୍ରକାଶ କରିଛି। ୩ଟି ଘରୋଇ ସଂସ୍ଥାର ଅନୁଦାନରେ ଏହି ଅତ୍ୟାଧୁନିକ ଆମ୍ବୁଲାନ୍ସ ପ୍ରଦାନ କରାଯାଇଥିବା ସୂଚନା ମିଳିଛି।

  • Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

    Continue reading
    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ