ଅନିଲ-ହଂସିକାଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର: ରାଜଧାନୀରେ ହାଇ ପ୍ରୋଫାଇଲ୍‌ ଠକେଇ ମାମଲାରେ ଅନିଲ- ହଂସିକାଙ୍କ ଜାମିନ ଖାରଜ କଲେ ଭୁବନେଶ୍ଵର ଏଡିଜେ ୨ କୋର୍ଟ । ଜାନୁଆରୀ ୧୮ ତାରିଖରେ ଉଭୟଙ୍କ ଶୁଣାଣି ହୋଇଥିଲା । ଶୁଣାଣି ପରେ ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ଅନ୍ୟପଟେ ଉଭୟଙ୍କୁ ୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କଲା କମିଶନରେଟ ପୋଲିସ । ଏଡିଜେ ୨ କୋର୍ଟରେ ରିମାଣ୍ଡ ଆବେଦନ କରାଯାଇଛି ।

ଅନିଲ- ହଂସିକା ଗିରଫ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଉଭୟଙ୍କୁ ରିମାଣ୍ଡରେ ଆଣି ଏହି ସମୟରେ ହଂସିକାଙ୍କ ଯୁବତୀ ଚାଲାଣ ଲିଙ୍କ ଖୋଲିବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ । ଝାଡ଼ଖଣ୍ଡରୁ କଲଗାର୍ଲ୍‌ ଆଣି କାହାକୁ ଯୋଗାଇଥିଲେ ହଂସିକା, ତାର ଛାନଭିନ କରିବ କମିଶନରେଟ ପୋଲିସ ।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍