ଅନୁଭୂତିମୂଳକ ଶିକ୍ଷଣ କାର୍ଯ୍ୟକ୍ରମ

ଦେବଗଡ: ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ଅଧିନସ୍ଥ ମେରା ଯୁବା ଭାରତ ଦେବଗଡ଼ ପକ୍ଷରୁ ରିଆମାଳ ବ୍ଳକର ସେଣ୍ଢା ସ୍ଥିତ ବରିଷ୍ଠ ନାଗରିକ ଆଶ୍ରୟ ସ୍ଥଳୀରେ ପାଞ୍ଚ ଦିନିଆ ଅନୁଭୂତି ମୂଳକ ଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି l ଦେବଗଡ ମେରା ଯୁବା ଭାରତର ସଂଯୋଜକ ପ୍ରଦୀପ ବିଶ୍ଵାଳଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ଵାଳ ମୁଖ୍ୟ ଅତିଥି ,ରିଆମାଳ ପଞ୍ଚାୟତ ସମିତି ଅଧ୍ୟକ୍ଷ ମଧୁସୂଦନ ପ୍ରଧାନ,ବୁଢାପାଳ ସରପଞ୍ଚ ଦିଲୀପ ଆଚାର୍ଯ୍ୟ,ବରିଷ୍ଠ ନାଗରିକ ଆଶ୍ରୟ ସ୍ଥଳର ସୁପରିଟେଣ୍ଡେଣ୍ଟ ଶ୍ରୀବତ୍ସ ସାହୁ, ପରିଚାଳନା ମୁଖ୍ୟ ସୁଲୋଚନା ଦାସ
ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ।ସ୍ଵେଚ୍ଛାସେବୀ ଓମ୍ ପ୍ରସାଦ ଭୂତିଆ, ସୁଧାଂଶୁ ସ୍ଵାଇଁ, ମାନସ ବେହେରା, ଶ୍ରୀକୃଷ୍ଣ ବେହେରା ଓ ଟିକନ ବେହେରା ପ୍ରମୁଖ ପାଞ୍ଚ ଦିନ ଅନ୍ତେବାସୀ ମାନଙ୍କ ମଧ୍ୟରେ ଭାବ ବିନିମୟ କରିବା ସହିତ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ lନିରଞ୍ଜନ ମିଶ୍ର ଧନ୍ୟବାଦ ଦେଇଥିଲେ।କାର୍ଯ୍ୟକ୍ରମ ପରିଚାଳନା ରେ କବିତା ଧର ଓ ରୁନୁବାଳା ସାହୁ ସହଯୋଗ କରିଥିଲେ l

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ