ଅପରେସନପରେ ଅପରେସନ କିନ୍ତୁ ପେସେଣ୍ଟ ଡେଡ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବ ସରକାର ଚାଷ ଓ ଚାଷୀଙ୍କୁ ଠକିଛନ୍ତି । ସେତେବେଳେ କାମ କଲେନି, କେବଳ ପ୍ରଚାର କଲେ । ପୂର୍ବ ସରକାର ଆଳୁ ମିଶନ ନାମରେ ଚାଷୀମାନଙ୍କୁ ଠକିଛନ୍ତି । ମିଶନ ପରେ ମିଶନ କଲେ କିନ୍ତୁ କିଛି ଲାଭ ହେଲାନି । ଅପରେସନପରେ ଅପରେସନ କିନ୍ତୁ ପେସେଣ୍ଟ ଡେଡ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବା ମମତା ଦିଦିଙ୍କ ଆଉ ମମତା ନାହିଁ । ଆମ ପ୍ରତି ସେ ଦାଉ ସାଧୁଛନ୍ତି । ମମତାଙ୍କ ସହ ଯେତେ ଆଲୋଚନା କଲେ ବି କିଛି ଲାଭ ହେଉନାହିଁ ବୋଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ କହିଛନ୍ତି । ଶୁକ୍ରବାର ରାଜ୍ୟସ୍ତରୀୟ କୃଷିମେଳା ଉଦଘାଟନ କରିବା ଅବସରରେ ନିଜର ଉଦବୋଧନ ଛଳରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ଏଥିସହ ମୁଖ୍ୟମନ୍ତ୍ରୀ ପୂର୍ବର ବିଜେଡି ସରକାର ଉପରେ ବି ଖୁବ ବର୍ଷିଛନ୍ତି ।

ସେ କହିଛନ୍ତି ଯେ ବିଜେଡି ସରକାର କୋଲଡ ଷ୍ଟୋରେଜ ପାଇଁ ପ୍ରତିଶ୍ରୁତି ଦେଲେ କିନ୍ତୁ ପ୍ରତିଷ୍ଠା କଲେନି । ଯେମିତିକି ଅପରେସନ ସକ୍ସେସ,ପେସେଣ୍ଟ ଡେଡ୍ । ଆଜି ବି ଆମେ ଆଳୁ ପାଇଁ ପଶ୍ଚିମବଙ୍ଗ ଉପରେ ନିର୍ଭରଶୀଳ । ମମତାଙ୍କ ସହ ଯେତେ ଆଲୋଚନା କଲେ ବି କିଛି ଲାଭ ହେଉନାହିଁ । ଏହା କେବଳ ପୂର୍ବ ସରକାରଙ୍କ ବିଫଳତା ପାଇଁ ହୋଇଛି । ତେଣୁ ଆପଣମାନେ ପୂର୍ବ ସରକାରଙ୍କୁ ଏବେ ବିରୋଧୀ ଦଳ ଆସନରେ ବସାଇଛନ୍ତି ବୋଲି ଉପସ୍ଥିତ ଜନତାଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ।

  • Related Posts

    ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା, ଉତ୍ସବମୁଖର ରାଇକିଆ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆରେ ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା ଆରମ୍ଭ ହୋଇଛି। ମା ଙ୍କ ଆବାହନ ସହ ପୂଜାମଣ୍ଡପରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିବା ବେଳେ ଦର୍ଶନ ପାଇଁ ଭକ୍ତଙ୍କ ଆଗମନ ଆରମ୍ଭ ହୋଇଛି। ଚଳିତ ବର୍ଷ ରାଇକିଆରେ ୫୨ତମ…

    Continue reading
    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି