ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡ଼କୁ ଗତି କରିଛି। ଏହା ଆଜି ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି।

ଏହା ଆହୁରି ଅଧିକ ଘନୀଭୂତ ହୋଇ ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଜାରି ରହିଛି। ଆସନ୍ତାକାଲି ଯାଏଁ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ