ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀର ୟୁନିଟ-୨, ଅଶୋକ ନଗର ସ୍ଥିତ ପୂର୍ବ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଭିଯୋଗ ଶୁଣାଣି ସ୍ଥଳରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଶୃଙ୍ଖଳିତ ବ୍ୟବସ୍ଥା କରାଯାଇଛିକ୍ଷ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିବା ୧୦୦୦ ଜଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ।
ସକାଳୁ ସକାଳୁ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଳିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଅଭିଯୋଗ ଶୁଣୁଛନ୍ତି। ଅଭିଯୋଗ ପ୍ରକୋଷ୍ଠରେ ଚାଲିଛି ଅଭିଯୋଗ ଶୁଣାଣି। ପଞ୍ଜିକରଣ କରିଥିବା ଏକ ହଜାର ଲୋକଙ୍କ ପାଇଁ ବ୍ୟବସ୍ଥା ହୋଇଛି। ପ୍ରଥମେ ଦିବ୍ୟଙ୍ଗଙ୍କ ସହ ଆଲୋଚନା ପରେ ବର୍ତ୍ତମାନ ପ୍ରକୋଷ୍ଠକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

  • Garvita Odia

    Related Posts

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ଭୁବନେଶ୍ବର: ରାଜ୍ୟରେ ବଢି ଚାଲିଛି ନାରୀ ନିର୍ୟାତନା । ନାରୀ ଓ ଶିଶୁଙ୍କ ସୁରକ୍ଷା ପାଇଁ ସଂସଦ ଭବନ ପରିସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀ ତଳେ ବିଜେଡି ସାଂସଦମାନେ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଛନ୍ତି। ରାଜ୍ୟରେ ବଢି ଚାଲିଥିବା ନାରୀ ନିର୍ୟାତନା ଏବଂ…

    ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ଜୟପୁର: ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସିବେ । ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବେ । ଉପମୁଖ୍ୟମନ୍ତ୍ରୀ…

    Leave a Reply

    Your email address will not be published. Required fields are marked *

    You Missed

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ବିମାନ ଚଳାଚଳ ନେଇ ରାଜ୍ୟସଭାରେ ଏହି ଦାବି କଲେ ମାନସ ମଙ୍ଗରାଜ

    ବିମାନ ଚଳାଚଳ ନେଇ ରାଜ୍ୟସଭାରେ ଏହି ଦାବି କଲେ  ମାନସ ମଙ୍ଗରାଜ

    ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ

    ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ

    ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା

    ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା

    ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି

    ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି