ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀର ୟୁନିଟ-୨, ଅଶୋକ ନଗର ସ୍ଥିତ ପୂର୍ବ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଭିଯୋଗ ଶୁଣାଣି ସ୍ଥଳରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଶୃଙ୍ଖଳିତ ବ୍ୟବସ୍ଥା କରାଯାଇଛିକ୍ଷ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିବା ୧୦୦୦ ଜଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ।
ସକାଳୁ ସକାଳୁ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଳିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଅଭିଯୋଗ ଶୁଣୁଛନ୍ତି। ଅଭିଯୋଗ ପ୍ରକୋଷ୍ଠରେ ଚାଲିଛି ଅଭିଯୋଗ ଶୁଣାଣି। ପଞ୍ଜିକରଣ କରିଥିବା ଏକ ହଜାର ଲୋକଙ୍କ ପାଇଁ ବ୍ୟବସ୍ଥା ହୋଇଛି। ପ୍ରଥମେ ଦିବ୍ୟଙ୍ଗଙ୍କ ସହ ଆଲୋଚନା ପରେ ବର୍ତ୍ତମାନ ପ୍ରକୋଷ୍ଠକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ