ଅର୍ଥ ମନ୍ତ୍ରାଳୟର ପରାମର୍ଶଦାତା କମିଟିରେ ବୈଜୟନ୍ତ

ଭୁବନେଶ୍ୱର:  ଅର୍ଥ ମନ୍ତ୍ରାଳୟ ପାଇଁ କେନ୍ଦ୍ର ସରକାର ପରାମର୍ଶଦାତା କମିଟି ଗଠନ କରିଥିବା ବେଳେ ଏଥିରେ ସ୍ଥାନ ପାଇଛନ୍ତି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ଭାରତ ସରକାରଙ୍କ ପକ୍ଷରୁ ଏହି କମିଟି ଗଠନ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ବିଜ୍ଞପ୍ତି ପ୍ରକାଶ କରିଛି।

ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଓ ଅର୍ଥ ରାଷ୍ଟ୍ର ମନ୍ତ୍ରୀ ପଙ୍କଜ ଚୌଧୁରୀଙ୍କୁ ଏହି କମିଟିର ଅଧ୍ୟକ୍ଷ କରାଯାଇଛି। ସେମାନଙ୍କ ନେତୃତ୍ୱରେ ଗଠିତ ଏହି କମିଟିରେ ଲୋକସଭାରୁ ୧୪ ଜଣ ଓ ରାଜ୍ୟସଭାରୁ ୮ ଜଣ ସାଂସଦଙ୍କୁ ସାମିଲ କରାଯାଇଛି।ଏହି କମିଟିରେ ଲୋକସଭାରୁ ୧୪ ଜଣ ସାଂସଦ ସଦସ୍ୟ ଭାବେ ସାମିଲ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ବୈଜୟନ୍ତ ପଣ୍ଡା ମଧ୍ୟ ଅଛନ୍ତି। ତାଙ୍କ ସହିତ ଲୋକସଭାରୁ ଏହି କମିଟିରେ କୁମାରୀ ସେଲଜା ଓ ମାଳବିକା ଦେବୀ ପ୍ରମୁଖ ସଦସ୍ୟ ଅଛନ୍ତି।

ସେହିପରି ରାଜ୍ୟସଭାରୁ ପି. ଚିଦାମ୍ବରନ, ଶମ୍ଭୁ ଶରଣ ପଟେଲ, ୱାଇ ଭେଙ୍କଟ ସୁବା ରେଡ୍ଡୀ ଓ ଅଶୋକ କୁମାର ମିତ୍ତଲ ପ୍ରମୁଖ ସଦସ୍ୟ ହୋଇଛନ୍ତି।

  • Related Posts

    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading
    ବିପତ୍ତି ସମୟରେ ରାଜନୀତି ନକରି ସେବା ଉପରେ ଗୁରୁତ୍ୱ ଦିଅ: ରାଜସ୍ୱ ମନ୍ତ୍ରୀ

    ଓଡ଼ିଶାରେ ବନ୍ୟା ସ୍ଥିତିରେ ସୁଧାର, କ୍ଷୟକ୍ଷତି ଆକଳନ ଆରମ୍ଭ ଭୁବନେଶ୍ୱର: ବନ୍ୟା ସମୟରେ ଚାଲିଥିବା ରାଜନୈତିକ ବୟାନବାଜିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, “ଯେଉଁମାନେ କେବଳ ବୟାନବାଜି କରନ୍ତି ସେମାନେ ପ୍ରକୃତରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ