କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଡିହାପଡା ପଞ୍ଚାୟତ ଅନ୍ତର୍ଗତ ନୋଡାଲ ୟୁପି ସ୍କୁଲରେ ଅଭାବନୀୟ ଘଟଣା ଘଟିଛି। ଛାତ୍ର ଛାତ୍ରଙ୍କ ଭିତରେ ଗଣ୍ଡଗୋଳ ଘଟିବା ସହ ସ୍କୁଲ ଭିତରେ ଛୁରାମାଡ଼ ହୋଇଥିବା ଜଣାପଡ଼ିଛି। ଗୁରୁତର ଛାତ୍ରକୁ ଉଦ୍ଧାର କରାଯାଇ ପଟ୍ଟାମୁଣ୍ଡାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁରୁତର ଛାତ୍ର ଜଣଙ୍କ ହେଲେ ଅଷ୍ଟମଶ୍ରେଣୀର ପ୍ରକାଶ ମଲିକ।
ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ
ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…








