ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର

ଭୁବନେଶ୍ୱର: ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର। ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ପାଇଥିଲେ ଅନିମେଶ। ଠିକ୍‌ ସେହିପରି ୨୪ ନଂ ରାଙ୍କରେ ଥିବା ପ୍ରଜ୍ଞାନନ୍ଦନ ଗିରିଙ୍କୁ ମଧ୍ୟ ଓଡ଼ିଶା କ୍ୟାଡର ମିଳିଛି।୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ରଙ୍କୁ ଓଡ଼ିଶା କ୍ୟାଡର। ୩୬ ନଂ ରାଙ୍କରେ ଥିବା ଆୟୁଷୀ ପ୍ରଧାନଙ୍କୁ ଆସାମ-ମେଘାଳୟ କ୍ୟାଡର। ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍‌ ବକ୍ସିଙ୍କୁ ଓଡ଼ିଶା କ୍ୟାଡର। ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା’ଙ୍କୁ ଓଡ଼ିଶା କ୍ୟାଡର। ୭୧ ନଂ ରାଙ୍କରେ ଥିବା କେରଳର ଫବି ରସିଦଙ୍କୁ ଓଡ଼ିଶା କ୍ୟାଡର। ୧୨୫ନଂ ରାଙ୍କରେ ଥିବା ରାଜସ୍ଥାନର ମୃଣାଳିକା ରାଠୋରଙ୍କୁ ଓଡ଼ିଶା କ୍ୟାଡର। ୨୦୪ ନଂ ରାଙ୍କରେ ଥିବା ଦିଲ୍ଲୀର ଶୁଭ୍ରା ପଣ୍ଡାଙ୍କୁ ଓଡ଼ିଶା କ୍ୟାଡର। ୨୩୯ନଂ ରାଙ୍କରେ ଥିବା ୟୁପିର ପୱନ କୁମାରଙ୍କୁ ଓଡ଼ିଶା କ୍ୟାଡର। ୨୫୮ନଂ ରାଙ୍କର ମହାରାଷ୍ଟ୍ରର ବି.ଏସ୍ କଲ୍ୟାଣରାଓଙ୍କୁ ମିଳିଛି ଓଡ଼ିଶା କ୍ୟାଡର।

  • Related Posts

    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading
    ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

    ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର ଦିନ ସକାଳେ ଲୋକ ଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ମାନ୍ୟବର ରାଷ୍ଟ୍ରପତିଙ୍କୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ