ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ

ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ। ସରକାର ମୁଖ୍ୟ ଭାବେ ନିରବଚ୍ଛିନ୍ନ ୨୫ ବର୍ଷର ନେତୃତ୍ବ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇ ଏକ ସଂକଳ୍ପ ପାରିତ ହୋଇଛି। ଆଜିଠୁ ସାରା ଦେଶରେ ସେବା ସଂକଳ୍ପ ସପ୍ତାହ ପାଳନ କରାଯିବ। ଦେଶର ୭୫୦ ଜିଲ୍ଲାରେ ଏହା ପାଳନ ହେବାକୁ ଥିବା ବେଳେ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ।
ଏହାସହ ସବୁ ଜିଲ୍ଲା ମୁଖ୍ୟାଳୟରେ ବିଭିନ୍ନ ବର୍ଗର ଲୋକଙ୍କ ସହ ସେ କଥା ହେବେ। ଓଡ଼ିଶାର ୩୧ ସାଂଗଠନିକ ଜିଲ୍ଲାରେ ଲୋକଙ୍କ ସହ କଥା ହେବେ ମୋଦି। ବିଭିନ୍ନ କେନ୍ଦ୍ରୀୟ ଯୋଜନା ବାବଦରେ ଲୋକଙ୍କ ସହ ଆଲୋଚନା କରିବେ। ଆଜି ଖୋର୍ଦ୍ଧାରେ ମୁଖ୍ୟମନ୍ତ୍ରୀ ଏବଂ ଭୁବନେଶ୍ୱରରେ ରାଜ୍ୟ ସଭାପତି ମନମୋହନ ସାମଲ ଯୋଗଦେବେ। ଅନ୍ୟ ସବୁ ଜିଲ୍ଲାରେ ୨ ଉପ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ, ସାଂସଦ, ବିଧାୟକ ସାମିଲ ହେବେ।

  • Related Posts

    ସାମିଲ ହେବେ ଯୁବ ଓ କଟିଥିବା ଭୋଟର;୨୬ରୁ ଘରକୁ ଘର ବୁଲି ସର୍ଭେ

    ଭୁବନେଶ୍ୱର : ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍‌) ପ୍ରକ୍ରିୟାରେ ବାଦ୍ ପଡ଼ିଥିବା ଓ ଯୁବ ଭୋଟର୍‌ଙ୍କୁ ଭୋଟର୍‌ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ବୁଧବାର ଠାରୁ ୯ ତାରିଖ ପର୍ଯ୍ୟନ୍ତ ତିନିଦିନିଆ ରାଜ୍ୟବ୍ୟାପୀ ସ୍ବତନ୍ତ୍ର ଅଭିଯାନ ଅନୁ‌ଷ୍ଠିତ ହେବ। ଭୋଟର ତାଲିକାକୁ…

    Continue reading
    କାଲି ଓଡିଶା ବନ୍ଦ, ପ୍ରତିବାଦରେ ସାମିଲ ହେବାକୁ BJDକୁ ଇଣ୍ଡି ମେଣ୍ଟର ଖୋଲା ନିମନ୍ତ୍ରଣ

    ଭୁବନେଶ୍ବର: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦେଶବ୍ୟାପୀ ପ୍ରତିବାଦ କରୁଛନ୍ତି ବିରୋଧୀ । ଗତକାଲି ଇଣ୍ଡି ମେଣ୍ଟର ନେତାମାନେ ଦିଲ୍ଲୀରେ ପ୍ରତିବାଦ କରିଥିଲେ । ଆସନ୍ତାକାଲି ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ