ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି କାର୍ୟ୍ୟ ଆରମ୍ଭ

ପୁରୀ: ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ୟ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇଦିଆଯାଇଛି। ଚୂନ ଛଡାଯିବା ପରେ ପଥରର ସରଫେସ ଦେଖାଗଲାଣି। ଅନେକ ପଥରରେ ଫାଟ ରହିଛି।

ପଥର ପଥର ଭିତରେ ଲୁହା ଛଡରେ ଜଏଣ୍ଟ କରାଯାଇଥିବାରୁ ଲୁହା ଛଡ ଫୁଲିବା ଯୋଗୁଁ ପଥରରେ ଫାଟ ହୋଇଛି। ଫାଟ ଯୋଗୁଁ ସମସ୍ତ ପଥର ପରିବର୍ତ୍ତନ କରାଯିବ। ପରେ ଲୁହା ବିମ ଗୁଡିକ କଳଙ୍କି ଲାଗିଯାଇଥିବାରୁ ଜଗମୋହନ ଭଳି ଷ୍ଟିଲ ବିମ ଲଗାଯିବ।

ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାର ସଂରକ୍ଷଣ କାର୍ୟ୍ୟ ଶେଷ ପରେ ରତ୍ନଭଣ୍ଡାରର ବାହାର ପଟ ମରାମତି କରାଯିବ। ଦ୍ୱିତୀୟ ଭୋଗମଣ୍ଡପ ପରେ ମରାମତି କାମ ହେବ । ଏହି ସମୟରେ ଭିତରକାଠ ଦର୍ଶନ ବନ୍ଦ ରହିବ ।ଅନ୍ୟପଟେ ଆଜିଠୁ ଶ୍ରୀମନ୍ଦିର ଚାରି ଦ୍ୱାରରେ ପ୍ରବେଶ କରିବେ ଶ୍ରଦ୍ଧାଳୁ ।

  • Related Posts

    ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା, ଉତ୍ସବମୁଖର ରାଇକିଆ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆରେ ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା ଆରମ୍ଭ ହୋଇଛି। ମା ଙ୍କ ଆବାହନ ସହ ପୂଜାମଣ୍ଡପରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିବା ବେଳେ ଦର୍ଶନ ପାଇଁ ଭକ୍ତଙ୍କ ଆଗମନ ଆରମ୍ଭ ହୋଇଛି। ଚଳିତ ବର୍ଷ ରାଇକିଆରେ ୫୨ତମ…

    Continue reading
    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି