ଆଜିଠୁ ରାଜ୍ୟରେ ଗଡିବ ସବୁ ଘରୋଇ ବସ୍

ଭୁବନେଶ୍ବର : ଆଜିଠୁ ରାଜ୍ୟରେ ଗଡିବ ସବୁ ଘରୋଇ ବସ୍ । ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଧର୍ମଘଟ ଯୋଗୁଁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ତେଣୁ ସେମାନଙ୍କୁ ନଜରରେ ରଖି ଆସନ୍ତାକାଲିଠୁ ଘରୋଇ ବସ୍ ଚଳାଚଳ ଆରମ୍ଭ କରିବାକୁ ଘରୋଇ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି । ଏନେଇ ରାଜ୍ୟ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହ ରାଜ୍ୟ ବସ୍ ମାଲିକ ସଂଘ ପକ୍ଷରୁ ରାଜ୍ୟ ସରକାର ସୁରକ୍ଷା ଯୋଗାଇବା ଦାବି ମଧ୍ୟ କରାଯାଇଛି । କୌଣସି ଅପ୍ରୀତିକର ପରିସ୍ଥିତି ଉପୁଜିଲେ ପୁଲିସ ଓ ପ୍ରଶାସନର ସହାୟତା ନିଆଯିବ ବୋଲି ମଧ୍ୟ ରାଜ୍ୟ ବସ୍ ମାଲିକ ସଂଘ ସଭାପତି ଲୋକନାଥ ପାଣି ଓ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। କହିରଖୁଛୁ ଡ୍ରାଇଭର ମହାସଂଘର ଆନ୍ଦୋଳନ ଯୋଗୁଁ ଚାରିଦିନ ଧରି ବସ୍ ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ହଇରାଣ ହେବା ସହ ବସ୍ ମାଲିକମାନେ ମଧ୍ୟ କ୍ଷତି ସହୁଛନ୍ତି । ତେଣୁ ପୁଣି ବସ୍ ଚଳାଚଳ କରିବା ନେଇ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି ।

  • Garvita Odia

    Related Posts

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ…

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ