ଆଜିଠୁ ଲଣ୍ଡନ ଗସ୍ତରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜିଠାରୁ ୯ତାରିଖ ପର୍ୟ୍ୟନ୍ତ ଲଣ୍ଡନ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ସେ ଓଡ଼ିଶା ପର୍ୟ୍ୟଟନ, ପ୍ରବାସୀ ଏବଂ ଶିଳ୍ପପତିଙ୍କ ସହ ସମ୍ପର୍କକୁ ମଜଭୁତ କରିବା ପାଇଁ ଆୟୋଜିତ କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବେ। କାର୍ୟ୍ୟକ୍ରମ ମାଧ୍ୟମରେ ବିଦେଶ ମାଟିରେ ସେ ଓଡ଼ିଶା ପର୍ୟ୍ୟଟନ ବିକାଶର ସମ୍ଭାବନା ଉପରେ ଆଲୋକପାତ କରିବେ। ଓଡ଼ିଶାର ପର୍ୟ୍ୟଟନ ପ୍ରତି ବିଦେଶୀ ପର୍ୟ୍ୟଟକଙ୍କୁ ଆକୃଷ୍ଟ କରିବା ସହ ପର୍ୟ୍ୟଟନ ଶିଳ୍ପରେ ଅଧିକ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବ ବୋଲି ଆଶା କରାଯାଉଛି।

  • Related Posts

    ବାରଙ୍ଗ ପୋଲିସ ହାଜତ ହିଂସା ସରକାର ବିଚାର ବିଭାଗୀୟ ତଦନ୍ତ କଲେ ନାହିଁ କାହିଁକି ?

    ଭୁବନେଶ୍ୱର: ବାରଙ୍ଗ ହାଜତ ନିର୍ଯ୍ୟାତନା ଓ଼ ରାଜ୍ୟରେ ଉଦବେଗଜନକ ଭାବେ ବୃଦ୍ଧି ପାଉଥିବା ହାଜତ ମୃତ୍ୟୁ ମାମଲାକୁ ନେଇ ପିସିସି ଗଣମାଧ୍ୟମ ତରଫରୁ କଂଗ୍ରେସ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା ଏହି ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ବିଧାୟକ…

    Continue reading
    ବିଚାରଧାରାକୁ ନେଇ ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ପିଲାଳିଆମି: ବିଜେଡି

    ଭୁବନେଶ୍ୱର: ରାଜନୈତିକ ଦଳର ବିଚାରାଧାରାକୁ ନେଇ ବିଜେପି ନେତା ତଥା ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଦେଇଥିବା ମନ୍ତବ୍ୟ ଅତ୍ୟନ୍ତ ଅଶୋଭନୀୟ ଓ ପିଲାଳିଆମି ବୋଲି ବିଜେଡି କହିଛି । ବିଜେପି ଦଳରେ ରହିଥିବା ଦୁର୍ବଳତା ତଥା ଅର୍ନ୍ତଦ୍ୱନ୍ଦ୍ୱକୁ ଦୂର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ