ଆଜି ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଆଜି ରାଷ୍ଟ୍ରୀୟ ଶିକ୍ଷା ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ପକ୍ଷରୁ ବିଏଡ୍‌ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା (ସିଇଇ) ଅନୁଷ୍ଠିତ ହେବ । ବିଏବିଏଡ୍‌, ବିଏସ୍‌ସି ବିଏଡ୍‌, ଏମ୍‌ଏସ୍‌ସିଏଡ୍‌, ଏମ୍‌ଏଡ୍‌, ବିଏଡ୍‌-ଏମ୍‌ଏଡ୍‌, ଏମ୍‌ ଇନ୍‌ ଏଜୁକେସନ ଟେକ୍ନୋଲୋଜି ରେ ନାମେଲଖା ପାଇଁ ପ୍ରବେଶିକା ପରୀକ୍ଷା ହେବ । କମ୍ପ୍ୟୁଟର ବେସ୍‌ଡ୍‌ ଟେଷ୍ଟ (ସିବିଟି) ମୋଡ୍‌ରେ ପରୀକ୍ଷା ହେବ ।

ଦେଶର ୮୦ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ । ଏଥିରୁ ଓଡ଼ିଶାରେ ୪୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ମୋଟ୍‌ ୨୨ ହଜାର ପରୀକ୍ଷାର୍ଥୀ ପରୀକ୍ଷା ପାଇଁ ପଞ୍ଜୀକରଣ କରିଛନ୍ତି । ପରୀକ୍ଷାରେ ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ନାମଲେଖାଇବେ । ଭୁବନେଶ୍ୱର, ଭୋପାଳ, ମୟୀଶୂର, ଆଜମେର, ସିଲିଂ, ନେଲ୍ଲୋର ଆଦି ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ନାମଲେଖା ହେବ । ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନକୁ ନୋଡାଲ କେନ୍ଦ୍ର ଭାବେ ଚୟନ କରାଯାଇଛି ।

  • Garvita Odia

    Related Posts

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ…

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ