ଆଜି କଟକର ସମସ୍ତ ସ୍କୁଲ ଛୁଟି

କଟକ: କଟକ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷା ପାଇଁ ଜିଲ୍ଲାପାଳ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏହା ସହିତ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଓ କଲେଜଗୁଡ଼ିକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଆଜି ସମସ୍ତ ସରକାରୀ ଓ ଘରୋଇ ନିର୍ମାଣ କାର୍ୟ୍ୟକୁ ବନ୍ଦ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ନଦୀ ଘାଟରୁ ବାଲି ଉଠାଣ ଉପରେ କଟକଣା ଜାରି କରାଯାଇଛି। ଏନେଇ ସିଏମସି କମିଶନର ଓ ସମସ୍ତ ବିଡିଓଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଚିଠି କରାଯାଇଛି।

ସୂଚନାଯୋଗ୍ୟ, ଆଜି କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରାଯାଇଛି।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ