ଆଜି କ୍ୟାବିନେଟ ବୈଠକ

ଭୁବନେଶ୍ୱର: ମୋହନ ସରକାର ୨୦୨୫ ବର୍ଷର ପ୍ରଥମ କ୍ୟାବିନେଟ ବୈଠକ ଡାକିଛନ୍ତି ଶୁକ୍ରବାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାରେ କ୍ୟାବିନେଟ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହେବ । ବୈଠକରେ ରାଜ୍ୟ ସରକାର କିଛି ବଡ଼ ଘୋଷଣା କରିପାରନ୍ତି । ପ୍ରାୟ ୮ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିପାରେ ।

  • Related Posts

    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading
    ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

    ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର ଦିନ ସକାଳେ ଲୋକ ଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ମାନ୍ୟବର ରାଷ୍ଟ୍ରପତିଙ୍କୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ