ଆଜି ଗୁଡ୍ ଫ୍ରାଇଡେ, ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ

ଆଜି ଗୁଡ୍ ଫ୍ରାଇଡେ। ମାନବ ଜାତି ପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବଳିଦାନର ସ୍ମୃତିଚାରଣ କରାଯାଉଛି । ଯୀଶୁଙ୍କ ବଳିଦାନକୁ ମନେ ପକାଇ ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ ଭାଇ ଭଉଣୀ । ଏଥିପାଇଁ ସକାଳୁ ଉଭୟ ବାପ୍‌ଟିଷ୍ଟ ଓ କ୍ୟାଥଲିକ୍‌ ଚର୍ଚ୍ଚରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି ।

ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ବାର୍ତ୍ତା ସମାଜରେ ଲୋକଙ୍କର ଦୁଃଖରୁ ମୁକ୍ତି ଦେବାରେ ସମର୍ପିତ ଥିଲା । ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଗୁଡ୍‍ ଫ୍ରାଇଡେ ଅବସରରେ ପ୍ରଭୁ ଯୀଶୁଙ୍କ ପ୍ରଦର୍ଶିତ ପ୍ରେମ, କରୁଣା ଓ ତ୍ୟାଗର ପଥରେ ଅଗ୍ରସର ହେବାକୁ ଆହ୍ୱାନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭ ଶୁକ୍ରବାରର ବାର୍ତ୍ତାକୁ ପାଳନ କରି ଏକ ଆଦର୍ଶ ସମାଜ ଗଠନ ଦିଗରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ