ଆଜି ପୁଣି ସରଗରମ ହେବ ବିଧାନସଭା

ଭୁବନେଶ୍ବର: ୩ ଦିନ ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା। ୩ ଦିନିିଆ ଓଡ଼ିଶା ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଫେରିଯିବା ପରେ, ଓଡ଼ିଶା ପାଇଛି କଣ ତାହାକୁ ନେଇ ଗୃହରେ ସରଗରମ ଆଲୋଚନା ହୋଇପାରେ। ଆଜି ଗୃହ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଛି।

ଶୂନ୍ୟକାଳରେ ରାଜ୍ୟରେ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା, ପୂର୍ବତଟ ରେଳପଥକୁ ସଙ୍କୁଚିତ କରିବା, ଆମ୍ବ ଟାକୁଆ, କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗକୁ ନେଇ ଗୃହରେ ଘମାଘୋଟ ଆଲୋଚନା ହୋଇପାରେ। ବିରୋଧୀଙ୍କ ପକ୍ଷରୁ ମୁଲତବି ପ୍ରସ୍ତାବ ଦିଆଯିବ। ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଉପରେ ଆଲୋଚନା ହେବ।

  • Related Posts

    ଓଡ଼ିଶାରେ ଖୋଲିବ ଶାସ୍ତ୍ରୀୟ ପାଲି ଭାଷାର ଉତ୍କର୍ଷ କେନ୍ଦ୍ର

    ନୂଆଦିଲ୍ଲୀ: ଓଡ଼ିଶାରେ ଶାସ୍ତ୍ରୀୟ ପାଲି ଭାଷାର ଉତ୍କର୍ଷ କେନ୍ଦ୍ର ଖୋଲିବ। କୋରାପୁଟସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଏହି କେନ୍ଦ୍ର ଖୋଲାଯିବାକୁ ଅନୁମୋଦନ ମିଳିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମଞ୍ଜୁରୀ ମିଳିଛି । ମୋଟ୍ ୫ଟି ଶାସ୍ତ୍ରୀୟ ଭାଷା ପାଇଁ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ