ଆଜି ପ୍ରକାଶ ପାଇବ +୨ ଇନ୍‍ଷ୍ଟାଣ୍ଟ ପରୀକ୍ଷା ଫଳ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଇନ୍‍ଷ୍ଟାଣ୍ଟ ପରୀକ୍ଷା ଫଳ ଆସନ୍ତାକାଲି (ଶୁକ୍ରବାର) ପ୍ରକାଶ ପାଇବ। ଏନେଇ ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। ଯୁକ୍ତ ଦୁଇ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମର ଶିକ୍ଷା ପାଠ୍ୟକ୍ରମରେ ୧୦୦୯ ଛାତ୍ରଛାତ୍ରୀ ଫର୍ମପୂରଣ କରିଥିବାବେଳେ ୧୦୦୮ ଇନ୍‍ଷ୍ଟାଣ୍ଟ ପରୀକ୍ଷା ଦେଇଥିଲେ। ଶୁକ୍ରବାର ଅପରାହ୍ଣ ୪ଟା ୩୦ରେ ପରୀକ୍ଷା ଫଳ ପରିଷଦ କାର୍ଯ୍ୟାଳୟରେ ଘୋଷଣା କରାଯିବ। ପରୀକ୍ଷାର୍ଥୀ www.results.odisha.gov.in ଲଗଇନ୍‌ କରି ଅପରାହ୍ଣ ୫ଟାରୁ ଫଳ ଦେଖିପାରିବେ ବୋଲି ପରିଷଦ ପକ୍ଷରୁ କୁହାଯାଇଛି।

  • Garvita Odia

    Related Posts

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପିକାଙ୍କ ପାଇଁ ପୂର୍ବ କଟକଣା ପ୍ରତ୍ୟାହାର କଲେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। ଘଣ୍ଟାଏରେ ବଦଳିଗଲା ନୋଟିସ। ସାଢ଼େ ୫ଟା ପରେ ବି କ୍ୟାମ୍ପସରେ ରହିପାରିବେ ଛାତ୍ରୀ ଓ ମହିଳା କର୍ମଚାରୀ। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ…

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

    ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ…

    Leave a Reply

    Your email address will not be published. Required fields are marked *

    You Missed

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ  ଚିଠି

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌

    ସୃଷ୍ଟି ହୋଇପାରେ ପୁଣି ଏକ ଲଘୁଚାପ

    ସୃଷ୍ଟି ହୋଇପାରେ ପୁଣି ଏକ ଲଘୁଚାପ