ଆଜି ଫଡନାବିସଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ

ନୂଆଦିଲ୍ଲୀ: ଆଜି ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ୍‌ଙ୍କ କ୍ୟାବିନେଟ୍ ବିସ୍ତାର ହେବାକୁ ଯାଉଛି। ଏହାପୂର୍ବରୁ କ୍ୟାବିନେଟରେ ସାମିଲ ହେବାକୁ ଥିବା ସେହି ବିଧାୟକମାନଙ୍କୁ ଡାକିବାର ପ୍ରକ୍ରିୟା ଚାଲିଛି।

ମହାରାଷ୍ଟ୍ର ସରକାରରେ ୩୦ରୁ ୩୫ ଜଣ ମନ୍ତ୍ରୀ ଶପଥ ନେଇପାରନ୍ତି। ମହାରାଷ୍ଟ୍ର କ୍ୟାବିନେଟ୍‌ରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୪୩ଜଣ ସଦସ୍ୟ ରହିବେ। ବିଜେପିରୁ ୨୦ରୁ ୨୨ଟି ମନ୍ତ୍ରୀ ପଦ ମିଳିବା ସମ୍ଭାବନା ରହିଛି। ଶିବସେନା ସିନ୍ଦେ ଗୋଷ୍ଠୀକୁ ୧୧-୧୨, ଏନ୍‌ସିପି ଅଜିତ ଗୋଷ୍ଠୀକୁ ୯-୧୦ ମନ୍ତ୍ରୀ ପଦ ମିଳିପାରେ।ଏପର୍ୟ୍ୟନ୍ତ ନୀତୀଶ ରାଣେ, ପଙ୍କଜା ମୁଣ୍ଡେ ଏବଂ ଗିରିଶ ମହାଜନଙ୍କ ପରି ବିଧାୟକଙ୍କୁ ବିଜେପି ପକ୍ଷରୁ ଫୋନ୍ କଲ ଆସିଛି। ଶିବସେନା ଏବଂ ଏନସିପିର ବିଧାୟକମାନଙ୍କୁ ମଧ୍ୟ ମନ୍ତ୍ରୀ ହେବାକୁ ଡକା ଯାଇଛି। କଲ୍ ଆସିଥିବା ବିଧାୟକମାନେ ବର୍ତ୍ତମାନ ନିଶ୍ଚିତ ହୋଇଛନ୍ତି ଯେ ସେମାନେ ଫଡନାବିସ୍ କ୍ୟାବିନେଟର ଅଂଶ ହେବେ। ଏହାରି ଭିତରେ ଅନେକ ନୂଆ ନାଁକୁ ନେଇ ଚର୍ଚ୍ଚା ଚାଲିଛି। ସେହିପରୁ ପୁରୁଣା ମନ୍ତ୍ରୀଙ୍କ ଛୁଟି ହେବା ନେଇ ଅଶଙ୍କା ରହିଛି।

ଆଜି ଅପରାହ୍ନ ୪ ଟାରେ ଫଡନାବିସ୍ କ୍ୟାବିନେଟର ଶପଥ ଗ୍ରହଣ କରିବାର କାର୍ୟ୍ୟକ୍ରମ ରହିଛି।

  • Related Posts

    ଜନ୍ତର ମନ୍ତରରେ ପ୍ରଦର୍ଶନ ମନା: ଦିଲ୍ଲୀରେ ବିକ୍ଷୋଭ ପାଇଁ ୩ଟି ନୂଆ ସ୍ଥାନ ଚିହ୍ନଟ

    ନୂଆଦିଲ୍ଲୀ:ଦେଶର ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସ ୩ଟି ନୂଆ ସ୍ଥାନ ନିର୍ଦ୍ଧାରିତ କରିଛି। ଏଗୁଡ଼ିକ ହେଲା— ରାମଲୀଳା ମୈଦାନ, ବୁରାଡ଼ି ମୈଦାନ ଏବଂ ପୂର୍ବ ଦିଲ୍ଲୀର ସିବିଡି (CBD) ମୈଦାନ। ଏଥିସହିତ ଜନ୍ତର ମନ୍ତରକୁ ପ୍ରଦର୍ଶନ ସ୍ଥଳ ଭାବେ…

    Continue reading
    ଜନ୍ତର ମନ୍ତର ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟିଆ ଅଲ୍ଟିମେଟମ୍

    ନୂଆଦିଲ୍ଲୀ: ଜନ୍ତର ମନ୍ତରଠାରେ ପ୍ରସ୍ତାବିତ ବିକ୍ଷୋଭ ପ୍ରଦର୍ଶନ ପାଇଁ ତାରିଖ ଓ ସମୟ ଧାର୍ଯ୍ୟ କରିବାକୁ ନେଇ ସିଜେପିର କାର୍ଯ୍ୟକର୍ତ୍ତାମାନେ ସୋମବାର ପାର୍ଲାମେଣ୍ଟ ଷ୍ଟ୍ରିଟ୍ ଥାନାରେ ପହଞ୍ଚିଛନ୍ତି। ଏହି ମାମଲାରେ ସେମାନେ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି। ସିଜେପି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ