ଆଜି ବସିବ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ରାତି ୮ଟାରେ ବସିବ ମୋହନ ସରକାରଙ୍କ କ୍ୟାବିନେଟ ବୈଠକ । ଆଜି ମୋହନ ସରକାରକୁ ୨ ବର୍ଷ ପୂରୁଛି। ଏହି ଅବସରରେ ବସୁଥିବା କ୍ୟାବିନେଟ ବୈଠକରେ ବଡ ନିଷ୍ପତ୍ତି ନେଇପାରନ୍ତି ସରକାର। ବିଭିନ୍ନ ବର୍ଗକୁ ଦୃଷ୍ଟିରେ ରଖି ସରକାର ନେଇପାରନ୍ତି ନିଷ୍ପତ୍ତି। ବିଭିନ୍ନ ବିଭାଗର ବଡ଼ ପ୍ରସ୍ତାବରେ ମୋହନ ସରକାରଙ୍କ ମୋହର ବାଜିପାରେ।

ସୂଚନା ଅନୁଯାୟୀ, ଆଜି ମୋହନ ସରକାରଙ୍କ ୨ ବର୍ଷ ପୂରଣ ହେଉଛି। ତେଣୁ ସନ୍ଧ୍ୟା ୮ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିବ। ଏହି ବୈଠକ ଲୋକସଭା ଭବନରରେ ଅନୁଷ୍ଠିତ ହେବ। ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସମେତ ବିଭିନ୍ନ ବିଭାଗ ସଚିବ ଉପସ୍ଥତି ରହିବେ। ଏଥି ସହିତ ମୋହନ କ୍ୟାବିନେଟର ମନ୍ତ୍ରୀମାନେ ମଧ୍ୟ ଉପସ୍ଥତ ରହି ବିଭିନ୍ନ ବିଷୟ ଆଲୋଚନା କରିବେ। ବିଭିନ୍ନ ବିଭାଗ ବଡ଼ ପ୍ରସ୍ତାବରେ ମୋହନ ସରକାରଙ୍କ ମୋହର ବାଜିପାରେ। ​‌ସେହିପରି ଆଗକୁ ପଞ୍ଚାୟତ ନିର୍ବାଚନ ଥିବାରୁ ସରକାର କିଛି ବଡ଼ ଘୋଷଣା କରିପାରନ୍ତି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।

  • Related Posts

    ହାତୀ ଆକ୍ରମଣରେ ଯୁବକର ମୃତ୍ୟୁରେ ସଙ୍ଘାପଶିରେ ଉତ୍ତେଜନା

    ହାତୀକୁ ଘଉଡ଼ାଇବା ଓ କ୍ଷତିପୂରଣ ଦାବିରେ ୨୦ ଘଣ୍ଟା ଧରି ଶବକୁ ଛାଡ଼ିଲେନି ଦେବଗଡ଼ ଜିଲ୍ଲା ରିଆମାଳ ବନାଞ୍ଚଳ ଚଢ଼େଇମରା ପଞ୍ଚାୟତ ଅନ୍ତର୍ଗତ ସାଙ୍ଗାପସି ତଳ ସାହିରେ ବୁଧବାର ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ପରେ ଅଞ୍ଚଳରେ ଉତ୍ତେଜନା ଦେଖାଯାଇ…

    Continue reading
    ଦେବଗଡ଼ ଡିଷ୍ଟ୍ରିକ୍ଟ କଣ୍ଟ୍ରାକ୍ଟର୍ସ ୟୁନିଅନର ବୈଠକ

    ଦେବଗଡ଼:ପୌରାଚଂଳର ପ୍ରଧାନପାଟ ରୋଡସ୍ଥିତ କ୍ରିଷ୍ଟାଲ ପ୍ୟାଲେସରେ ଆଜି ଦେବଗଡ଼ ଡିଷ୍ଟ୍ରିକ୍ଟ କଣ୍ଟ୍ରାକ୍ଟର୍ସ ୟୁନିଅନର ବୈଠକ ଅନୁଷ୍ଠିତ ହୋଇଯାଇଛି। ୟୁନିଅନର ସଭାପତି ଇଂ ସୁଜିତ ପ୍ରଧାନ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ସରକାରୀ ନିର୍ମାଣ କାର୍ଯ୍ୟର ସୁପରିଚାଳନା ଏବଂ ଠିକାଦାରମାନଙ୍କ ସମସ୍ୟା ସମ୍ପର୍କରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ