ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ସରଗରମ ରହିବ ଗୃହ

ଭୁବନେଶ୍ୱର: ବୁଧବାର ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନ । ସରକାରଙ୍କୁ ଘେରିବ ବିରୋଧୀ। ଏଥିପାଇଁ ୨ ବିରୋଧୀ ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତି କରିଛନ୍ତି। ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ସରଗରମ ରହିବ ଗୃହ। ଦ୍ବିତୀୟ ଦିନରେ ବି ଗୃହ ବେଶ୍ ସରଗରମ ରହିପାରେ। କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ, ଗଝଗଋ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନ କାଳ ରହିଛି। ଶୂନ୍ୟକାଳରେ ଆଇନ ଶୃଙ୍ଖଳା, ଆମ୍ବ ଟାକୁଆ ଯାଉ ମୃତ୍ୟୁ, ରେଲୱେ ୱାଲଟିଅର ଡିଭିଜନ ଉଠିଯିବା ପ୍ରସଙ୍ଗ ବିରୋଧୀ ଉଠାଇ ପାରନ୍ତି। ସେପଟେ ସରକାରୀ ଦଳ ନିଜ ସଫଳତା ପ୍ରସଙ୍ଗ ମଧ୍ୟ ଉଠାଇପାରେ । ତେବେ ମଙ୍ଗଳବାର ସମ୍ବିଧାନ ଏବଂ ଅମ୍ବ ଟାକୁଆ ଯାଉ ଖାଇ ମୃତ୍ୟୁ ପ୍ରସଙ୍ଗରେ ଗୃହ ଅଚଳ ହୋଇଥିଲା। ବିରୋଧୀଙ୍କ ହୋ ହାଲ୍ଲା ପାଇଁ ଗୃହ ଚାଲିପାରି ନଥିଲା।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ