ଆଜି ମୟୂରଭଞ୍ଜର ସମସ୍ତ ସ୍କୁଲ୍ ଛୁଟି

ବୈଶିଙ୍ଗା: ପ୍ରବଳ ବର୍ଷାକୁ ନେଇ ନେଇ ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ୍‌କୁ ଛୁଟିଘୋଷଣା କରିଛନ୍ତି ମୟୂରଭଞ୍ଜଜିଲ୍ଲା ଶିକ୍ଷା ଅଧିକାରୀ। ଆଜି ଜିଲ୍ଲାର ଅଙ୍ଗନବାଡ଼ି ସହ ପ୍ରଥମ ଶ୍ରେଣୀରୁ ଦ୍ବାଦଶ ଯାଏ କ୍ଲାସ୍ ବନ୍ଦ ରହିବ। ତେବେ ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ କର୍ମଚାରୀମାନେ ବିଦ୍ୟାଳୟରେ ଉପସ୍ଥିତ ରହିବେ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି। ମୟୂରଭଞ୍ଜ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଘୋଷଣା କରାଯାଇଛି।
ସୂଚନାଯୋଗ୍ୟ, ଗତ ୮ ତାରିଖରେ ମଧ୍ୟ ଭାରତୀୟ ପାଣିପାଗ ବିଭାଗ (IMD)ର ଆକଳନ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ ରେଡ୍ ୱାର୍ନିଂ ରହିଥିବା ହେତୁ ଜିଲ୍ଲାର ସମସ୍ତ ସ୍କୁଲ୍‌କୁ ଛୁଟି ଘୋଷଣା କରିଥିଲେ ମୟୂରଭଞ୍ଜ ଜିଲ୍ଲାପାଳ। ଆଜି ସକାଳୁ ମଧ୍ୟ ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ଆକାଶ ମେଘୁଆ ରହିଛି।

  • Related Posts

    ଫୁଲୁଛି ଜଳକା, ବିପଦ ସଙ୍କେତ ଟପିଲା ଜଳସ୍ତର

    ବାଲେଶ୍ବର: ଲଘୁଚାପ ବର୍ଷାରେ ଫୁଲୁଛି ଜଳକା, ବିପଦ ସଙ୍କେତ ଟପିଲା ଜଳସ୍ତର। ବାଲେଶ୍ବର ବସ୍ତା ବ୍ଲକ୍ ମଥାନୀ ଠାରେ ବିପଦ ସଙ୍କେତ ୬.୫୦ ମିଟର ଥିବାବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ୭.୮୪ ମିଟରରେ ପ୍ରବାହିତ ହେଉଛି। ଉପରମୁଣ୍ଡରେ ଲଗାଣ ବର୍ଷା…

    Continue reading
    ୪ ମହଲାରୁ ଡେଇଁ ରୋଗୀ ମୃତ

    ରାଉରକେଲା: ରାଉରକେଲା ସହରର ଏକ ଘରୋଇ ହସ୍ପିଟାଲରେ ଘଟିଛି ବଡ଼ ଅଘଟଣ। ୪ ମହଲାରୁ ଡେଇଁ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଛି। ମୄତକ ଜଣକ ବାଇକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ