ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ

ରାୟଗଡ଼ା: ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ। ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି।

ଜମ୍ମୁରେ ପ୍ରଧାନମନ୍ତ୍ରୀଙ୍କ ସହିତ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉପସ୍ଥିତ ରହିବେ। ଏହି ଅବସରରେ ରାୟଗଡ଼ା ଅଧିଷ୍ଠାତ୍ରୀ ମା’ ମଝିଘରିଆଣୀ ମାଟିରେ ରାଜ୍ୟପାଳ ଡକ୍ଟର କେ.ହରି ବାବୁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ।

  • Related Posts

    ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା, ଉତ୍ସବମୁଖର ରାଇକିଆ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆରେ ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା ଆରମ୍ଭ ହୋଇଛି। ମା ଙ୍କ ଆବାହନ ସହ ପୂଜାମଣ୍ଡପରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିବା ବେଳେ ଦର୍ଶନ ପାଇଁ ଭକ୍ତଙ୍କ ଆଗମନ ଆରମ୍ଭ ହୋଇଛି। ଚଳିତ ବର୍ଷ ରାଇକିଆରେ ୫୨ତମ…

    Continue reading
    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି