ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି

ପୁରୀ : ଶ୍ରାବଣ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟା ୩୦ରୁ ରାତି ୧୧ ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ, ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ