ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି। ସେଥିପାଇଁ ୪ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ୟ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପହର ଧୂପ ସରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତା ଲାଗି କରିବେ। ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ।ନୀତି ସମ୍ପୂର୍ଣ୍ଣ ହେବା ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ ଏବଂ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ସେବା ସଂକଳ୍ପ ଅଭିଯାନ ପାଇଁ ପଥପ୍ରାନ୍ତ ନାଟକ “ନମୋ ସେବା ଗାଥା “ଅନୁଷ୍ଠିତ

    ଦେବଗଡ଼:ସ୍ଥାନୀୟ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପ୍ରେକ୍ଷାଳୟରେ ଆଜି ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସେବା ସଂକଳ୍ପ ଅଭିଯାନ ପାଇଁ ପଥପ୍ରାନ୍ତ ନାଟକ “ନମୋ ସେବା ଗାଥା “ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ…

    Continue reading
    ତିନିଦିନିଆ ଫୁଟବଲ ପ୍ରତିଯୋଗିତା ଉଦଯାପିତ

    ଦେବଗଡ଼:ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକର ଦଣ୍ଡାସିଂହା ପଞ୍ଚାୟତର ବାଲିନାଲି ଗ୍ରାମରେ ବାପୁଜୀ କ୍ଲବ ପକ୍ଷରୁ ଚାଲିଥିବା ତିନିଦିନିଆ ଫୁଟବଲ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି।ପ୍ରତିଯୋଗିତାରେ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ।ଫାଇନାଲ ମ୍ୟାଚରେ ପୁରୁଣାପାଣି ଦଳ ୧-୦ ଗୋଲରେ ନୂଆଗାଁ ଦଳକୁ ପରାସ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ