ଆଜି ସଂପ୍ରସାରିତ ହେବ ବିହାର କ୍ୟାବିନେଟ୍‌

ପାଟନା: ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ନେତୃତ୍ୱରେ ଏନଡିଏ ସରକାର ସଂପ୍ରସାରିତ ହେଉଛି। ମୋଟ ୨୮ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିବେ ବୋଲି ଆଶା କରାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ମଧ୍ୟ ମନ୍ତ୍ରିମଣ୍ଡଳରେ ଯୋଗ ଦେଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ଚିରାଗ ପାସୱାନ, ରାଜୀବ ରଞ୍ଜନ ସିଂହ ଓରଫ ଲଲ୍ଲନ ସିଂହ, ଜିତନ ରାମ ମାଞ୍ଝି ଏବଂ ଆରଏଲଏସପି ସଭାପତି ଉପେନ୍ଦ୍ର କୁଶୱାହାଙ୍କ ସମେତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ବିହାରର କେନ୍ଦ୍ର ମନ୍ତ୍ରୀମାନେ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ।

  • Related Posts

    ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ରସାୟନ ବିଜ୍ଞାନରେ ନୋବେଲ

    ଷ୍ଟକହୋମ: ୨୦୧୮ ପାଇଁ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଛି । କାଗାନ ଏବଂ ସୋଇଙ୍କ ଗବେଷଣାର ମୁଖ୍ୟ ବିଷୟ…

    Continue reading
    ୨୫ ପଏଣ୍ଟ ବଢ଼ିଲା ରେପୋ ହାର, ବଢ଼ିବ ଇଏମ୍‌ଆଇ

    ମୁମ୍ବାଇ/୦୭/୧୦: ବର୍ଦ୍ଧିତ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବୁଧବାର ରେପୋ ହାରକୁ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି କରି ୫.୫% କରିଛି । ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ପ୍ରାୟ ସାଢେ ତିନି ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ