ଆଜି ସେବାୟତଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ପୁରୀ ଗସ୍ତ କରିବାର କାର୍ୟ୍ୟକ୍ରମ ରହିଛି। ପୁରୀରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବା ପରେ ଅପରାହ୍ନ ୩ଟା ସମୟରେ ସେବାୟତଙ୍କୁ ଭେଟି ଆଲୋଚନା କରିବା ନେଇ ସୂଚନା ରହିଛି। ଆଗକୁ ମହାପ୍ରଭୁଙ୍କର ବାହୁଡା ଯାତ୍ରା ଏବଂ ସୁନା ବେଶ ଥିବାରୁ କିପରି ସୁରୁଖୁରୁରେ ସମ୍ପନ୍ନ ହେବ , ସେ ନେଇ ଆଲୋଚନା କରିବେ।

  • Related Posts

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ଝାରସୁଗୁଡା: ଝାରସୁଗୁଡା ସହରର ବୃନ୍ଦାବନ କଲୋନୀ ରାସ୍ତାରେ ଶନିବାର ଏକ ଘରୋଇ ବସ୍‌ରେ ନିଆଁ ଲାଗିବାରୁ ହୁତୁହୁତୁ ହୋଇ ଜଳି ଯାଇଛି । ବସ୍‌ରେ କେହି ନ ଥିବାରୁ ବିଶେଷ କ୍ଷତି ହୋଇନାହିଁ । ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି…

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ନୂଆପଡ଼ :ଟ୍ରକ ଧକ୍କାରେ ଚାଲିଗଲା ମାମୁ ଓ ଭଣଜାଙ୍କ ଜୀବନ । ନୂଆପଡ଼ା ଜାତୀୟ ରାଜପଥ ୩୫୩ କ୍ରିଷ୍ଣା ଛକ ସ୍ଥିତ ତେତେଲବନ୍ଧ ନିକଟରେ ଘଟିଛି ଦୁର୍ଘଟଣା । ମୃତକ କୋମନା ଥାନା ଖଇରଭାଡ଼ି ଗାଁର ପ୍ରେମ ମାଝୀ ଓ ଖୁଟଲୁ…

    Leave a Reply

    Your email address will not be published. Required fields are marked *

    You Missed

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨  ମୃତ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ  ସୁଭଦ୍ରା