ଆଜି ୨୭ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୭ଟି ନୂଆ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହି ଶିଳ୍ପ ପ୍ରତିଷ୍ଠା ବାବଦରେ ୨୫ ହଜାର ୩୮୦ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଯାହା ଦ୍ୱାରା ରାଜ୍ୟରେ ପାଖାପାଖି ୫୨ ହଜାର ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ଆଜି ଓୟୁଏଟି କୃଷି ଶିକ୍ଷା ସଦନରେ ଅନୁଷ୍ଠିତ ହେବାକୁ ଥିବା ଏହି ଶିଳ୍ପ ପ୍ରକଳ୍ପର ଭିଭିପ୍ରସ୍ତର ସ୍ଥାପନ ଉତ୍ସବରେ ମୁଖ୍ୟମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ଯୋଗ ଦେବେ। ଏହି ଶିଳ୍ପ ପ୍ରକଳ୍ପଗୁଡ଼ିକ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରତିଷ୍ଠା ହେବ। ଝାରସୁଗୁଡ଼ା, ଗଞ୍ଜାମ, ଖୋର୍ଦ୍ଧା, କୋରାପୁଟ, ଅନୁଗୁଳ, ସୁନ୍ଦରଗଡ଼, ଭଦ୍ରକ, ପୁରୀ, କଟକ ଏବଂ ସମ୍ବଲପୁର ଜିଲ୍ଲାରେ ସ୍ଥାପନ ହେବ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ