ଆଜି ୪ଟାରେ ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ: ଆଜି ଭାରତୀୟ ନିର୍ବାଚନ କମିଶନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ପାଇଁ କାର୍ୟ୍ୟସୂଚୀ ପ୍ରକାଶ କରିବେ। ନିର୍ବାଚନ କମିଶନ ଅପରାହ୍ନ ୪ଟାରେ ଦିଲ୍ଲୀର ବିଜ୍ଞାନ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି। ଯାହାକୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ସମ୍ବୋଧିତ କରିବେ । ସୂତ୍ର ଅନୁସାରେ, ପଶ୍ଚିମବଙ୍ଗରେ ସବୁଠାରୁ ବଡ଼ ନିର୍ବାଚନୀ ଲଢ଼େଇ ଦେଖାଯିବ। ଯେଉଁଠାରେ ତିନିରୁ ଚାରି ପର୍ୟ୍ୟାୟରେ ମତଦାନ ହୋଇପାରେ। ଆସାମରେ ଦୁଇଟି ପର୍ୟ୍ୟାୟରେ ମତଦାନ ହେବାର ସମ୍ଭାବନା ଅଛି। ଏହାବ୍ୟତୀତ ତାମିଲନାଡୁ, କେରଳ ଏବଂ ପୁଡୁଚେରୀ ଗୋଟିଏ ପର୍ୟ୍ୟାୟରେ ନିର୍ବାଚନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଏପ୍ରିଲ କିମ୍ବା ମେ ମାସର ପ୍ରଥମ ସପ୍ତାହରେ ଭୋଟଦାନ ଏବଂ ଫଳାଫଳ ଘୋଷଣା କରାଯାଇପାରେ। ନିର୍ବାଚନ କମିଶନ ମେ ୭ ତାରିଖ ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ଶେଷ କରିବା ନେଇ ସୂଚନା ମିଳିଛି।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ