ଆଜି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଏକ ନିଯୁକ୍ତି ମେଳାରେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନୂତନ ନିଯୁକ୍ତି ପାଇଥିବା ଯୁବକଯୁବତୀଙ୍କୁ ଭର୍ଚୁଆଲ୍ ଭାବରେ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ନିଯୁକ୍ତି ମେଳା ଦେଶର ୪୭ଟି ସ୍ଥାନରେ ଅନୁଷ୍ଠିତ ହେବ। ଏପର୍ୟ୍ୟନ୍ତ ସାରା ଦେଶରେ ଅନୁଷ୍ଠିତ ୧୮ଟି ନିଯୁକ୍ତି ମେଳା ମାଧ୍ୟମରେ ପ୍ରାୟ ୧୨ ଲକ୍ଷ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ‌ମୋଦୀ ଯୁବପିଢ଼ିଙ୍କୁ ସମ୍ବୋଧିତ କରିବେ।

  • Related Posts

    ଆମେରିକୀୟ ସଂସଦ ନିମ୍ନ ସଦନରେ ଆମେରିକା-ଇରାନ ଯୁଦ୍ଧ ରୋକିବା ବିଲ୍ ପାରିତ

    ୱାଶିଂଟନ୍: ବୁଧବାର ଆମେରିକା ସଂସଦ ‘ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସ’ରେ ଗୁରୁତ୍ୱପୂର୍ଣ୍ଣ ଯୁଦ୍ଧ କ୍ଷମତା ପ୍ରସ୍ତାବ ପାରିତ ହୋଇଛି। ଟ୍ରମ୍ପଙ୍କ ନିଜ ଦଳ ରିପବ୍ଲିକାନର କିଛି ସାଂସଦ ବିରୋଧୀ ଡେମୋକ୍ରାଟ୍ସଙ୍କ ସହ ମିଶି ଏହି ପ୍ରସ୍ତାବ ସପକ୍ଷରେ ଭୋଟ୍ ଦେଇଛନ୍ତି। ଇରାନ ବିରୋଧରେ…

    Continue reading
    କେରଳମ୍ ଛୁଇଁଲା ମୌସୁମୀ ବାୟୁ

    କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ