ଆତଙ୍କବାଦୀ ଆକ୍ରମଣ, ୨ ଶ୍ରମିକ ମୃତ

ଶ୍ରୀନଗର: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି ଦୁଇଜଣ ଶ୍ରମିକ ଛତିଶଗଡ଼ର ବାସିନ୍ଦା ଥିଲେ। ଜଣେ ଶ୍ରମିକଙ୍କର ମୃତ୍ୟୁ ଗତକାଲି ଅର୍ଥାତ୍‌ ଶୁକ୍ରବାର ଦିନ ହିଁ ହୋଇଯାଇଥିଲା। ଅନ୍ୟ ଜଣେ ଶ୍ରମିକ ହସ୍ପିଟାଲରେ ଜୀବନ-ମୃତ୍ୟୁ ସହ ଲଢ଼େଇ ଲଢ଼ୁଥିଲେ। କିନ୍ତୁ ଶନିବାର ସେ ମଧ୍ୟ ପ୍ରାଣ ହରାଇଛନ୍ତି। ଏହିପରି ଭାବେ କୁଲଗାମ ଆତଙ୍କବାଦୀ ଆକ୍ରମଣରେ ଦୁଇଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ଆତଙ୍କବାଦୀ ଧର୍ମ ପଚାରି ଏହି ଦୁଇ ଶ୍ରମିକଙ୍କ ଉପରେ ଗୁଳି ଚଳାଇଥିଲେ। ଅଧିକାରୀଙ୍କ ସୂଚନା ଅନୁଯାୟୀ, ଆକ୍ରମଣକାରୀମାନେ ଶୁକ୍ରବାର ସନ୍ଧ୍ୟା ସମୟରେ ଦକ୍ଷିଣ କଶ୍ମୀରର କେଲମ ଅଞ୍ଚଳରେ ଅବସ୍ଥିତ ଇଟାଭାଟିରେ କାମ କରୁଥିବା ଶ୍ରମିକମାନଙ୍କୁ ଟାର୍ଗେଟ କରିଥିଲେ।

  • Related Posts

    ବନ୍ଦେ ଭାରତ ଟ୍ରେନରେ ଗଲା ଜୀବନ୍ତ ମାନବ ହୃତପିଣ୍ଡ

    ଅହମ୍ମଦାବାଦ: ପ୍ରଥମ ଥର ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଏକ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ କରାଯାଇଛି । ଅଙ୍ଗ ପ୍ରତିରୋପଣ ଏବଂ ଜରୁରୀକାଳୀନ ଚିକିତ୍ସା କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିବା ସହ…

    Continue reading
    ପେରୁରେ ପ୍ଲେନ୍ କ୍ରାସ୍‌, ୧୩ ମୃତ

    ନୂଆଦିଲ୍ଲୀ: ଭୟଙ୍କର ବିମାନ ଦୁର୍ଘଟଣା । ମଝି ଆକାଶରୁ ଖସି ପଡିଲା ପ୍ଲେନ୍ । ହୁତୁ ହୁତ ହୋଇ ଜଳିଲା । ଚାଲିଗଲା ୧୩ ଜୀବନ । ପେରୁର ଦକ୍ଷଣ ଅଞ୍ଚଳ ନାଜକା ସହରରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ