ଆତିଶୀଙ୍କ ବିରୋଧରେ ଅଳକା ଲାମ୍ବା କଂଗ୍ରେସ ପ୍ରାର୍ଥୀ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏଥର ଜୋରଦାର ଲଢ଼େଇ ଦେଖିବାକୁ ମିଳିବ। ଫେବୃଆରୀ ମାସରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ୩ ପ୍ରମୁଖ ରାଜନୀତିକ ଦଳ-ଆପ, କଂଗ୍ରେସ ଓ ବିଜେପି ନିଜର ପ୍ରଚାର ବେଗକୁ ଏବେ ଠାରୁ ବଢ଼ାଇ ଦେଇଛନ୍ତି।

ଏସବୁ ଭିତରେ ଏଥର କାଲକାଜୀ ଆସନରେ ସବୁଠାରୁ ବଡ଼ ଲଢ଼େଇ ଦେଖିବାକୁ ମିଳିବ। କାରଣ ଗୋଟିଏ ପଟେ ଆପ୍‌ର ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ଆତିଶୀ ରହିଥିବା ବେଳେ ତାଙ୍କ ବିରୋଧରେ କଂଗ୍ରେସ ଅଳକା ଲମ୍ବାଙ୍କୁ ଆଜି ବିଧିବଦ୍ଧ ଭାବେ ପ୍ରାର୍ଥୀ କରିଛି।କଂଗ୍ରେସ ପକ୍ଷରୁ ଏକ ବିବୃତିରେ କୁହାଯାଇଛି ଯେ “ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଅଳକା ଲାମ୍ବାଙ୍କୁ ଦିଲ୍ଲୀର କାଲକାଜୀ ଆସନରୁ ପ୍ରାର୍ଥୀ ହେବାକୁ ଅନୁମତି ଦେଇଛି।” ଅଳକା ହେଉଛନ୍ତି ମହିଳା କଂଗ୍ରେସର ସଭାପତି ପୂର୍ବରୁ ସେ ଆପ୍‌ର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲଙ୍କ ଠାରୁ ନିର୍ବାଚନରେ ପରାସ୍ତ ହୋଇଥିଲେ। ଏବେ ତାଙ୍କୁ ଆତିଶୀଙ୍କ ବିରୋଧରେ ପ୍ରାର୍ଥୀ କରାଯାଇଛି।

  • Related Posts

    ଶ୍ରଦ୍ଧାଳୁଙ୍କ ଉପରେ ମାଡିଗଲା ଟ୍ରକ, ୧୨ ମୃତ

    ନୂଆଦିଲ୍ଲୀ: କୋଲକାତା ଦୁର୍ଗାପୂଜା ମଣ୍ଡପ ଦଳାଚକଟା ଭିତରେ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶ ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୨ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ୨୯ ଜଣ ଆହତ…

    Continue reading
    ମଣ୍ଡପରେ ଦଳାଚକଟା ଟ୍ରାଜେଡି; ୭ ଗିରଫ

    କୋଲକାତା; ପଶ୍ଚିମବଙ୍ଗ ରାଜଧାନୀ ଉତ୍ତର କୋଲକାତାରେ ଦୁର୍ଗପୂଜା ମହୋତ୍ସବରେ ହୃଦୟବିଦାରକ ଅଘଟଣ ଘଟିଛି । ଚୋରବାଗାନର ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ୩୦ ଜଣ ଆହତ ହୋଇଛନ୍ତି । କୋଲକାତା ପୁଲିସ ହତ୍ୟା ମାମଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି