ଆତ୍ମହତ୍ୟା କଲେ ପ୍ରେମୀଯୁଗଳ

କଳାହାଣ୍ଡି: ଆତ୍ମହତ୍ୟା କଲେ ପ୍ରେମୀଯୁଗଳ । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଥାନା କାଉଡୋଳା ଗାଁରେ ଥିବା ଗଛରେ ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି । ଗଛ ଡାଳରେ ଗୋଟିଏ ଗାମୁଛାରେ ଝୁଲିପଡିଛନ୍ତି ପ୍ରେମୀଯୁଗଳ ।
ଖବର ଅନୁଯାୟୀ, କଳାହାଣ୍ଡି ଜିଲ୍ଲା କାଉଡୋଳା ଗାଁର ନୀତେଶ ମୁଣ୍ଡ ଓ ସେହି ଗାଁର ଜଣେ ନାବାଳିକା ଝିଅ, ଦୁହେଁ ଦୁହେଁଙ୍କୁ ଭଲ ପାଉଥିଲେ । ହେଲେ ଅଲଗା ଜାତିର ହୋଇଥିବା ଯୋଗୁ ପ୍ରେମକୁ ସୀକୃତି ମିଳିବାରେ ପ୍ରତିବନ୍ଧକ ସାଜିଥିଲା । ଶେଷରେ ବାଧ୍ୟ ହୋଇ ଉଭୟ ନେଲେ ଚରମ ନିଷ୍ପତ୍ତି । ଗୋଟିଏ ଗାମୁଛାରେ ଫାଶୀ ଲଗାଇ ଝୁଲି ପଡିଲେ ଉଭୟ।କୌଣସି କାମରେ ଗାଁ ଲୋକ ଯାଉଥିବା ବେଳେ ଦେଖିଥିଲେ ମୃତଦେହ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହକୁ ଜବତ କରିଛି । ଏହାସହ ତଦନ୍ତ ଜାରି ରଖିଛି ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ