ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

ରାଇରଙ୍ଗପୁର : ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ । ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ବାଧୀନତା ଦିବସରେ ରାଷ୍ଟ୍ରପତି ଭବନରେ ହେବାକୁ ଥିବା ନୈଶ ଭୋଜିରେ ଯୋଗଦେବେ । ମହିଳା ଜଣଙ୍କ ହେଲେ ମୟୂରଭଞ୍ଜ ଜିଲ୍ଲା ବାମନଘାଟି ଉପଖଣ୍ଡ କୁସୁମୀ ବ୍ଲକ ବାସାଘୁଟୁ ଗ୍ରାମର ଅତି ସାଧାରଣ ମହିଳା ସୁରୁ ତିରିଆ ।

ସୁରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ନିମନ୍ତ୍ରଣ ପାଇ ଯେତିକି ଖୁସୀ ସେତିକି ଆଶ୍ଚର୍ୟ୍ୟ । ରାଇରଙ୍ଗପୁର ଡାକ ମଣ୍ଡଳର ଇନ୍ସପେକ୍ଟର ତନ୍ମୟ ସାହୁ, ବିପିଏମ୍ ଆନନ୍ଦ ରାଇଦାସ ପ୍ରମୁଖ ସୁରୁଙ୍କ ଘରେ ପହଞ୍ଚି ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି । ସୁରୁ ଅବିବାହିତ ରହିଛନ୍ତି । ସିଏ ତାଙ୍କ ଭାଇ, ଭାଉଜ, ପୁତୁରା, ନାତି ନାତୁଣୀଙ୍କ ସହିତ ରୁହନ୍ତି । ଚାଷ କାର୍ୟ୍ୟ ସହିତ ଛେଳି, ଗୋରୁ ଆଦି ଗୃହପାଳିତ ପଶୁ ଚରାଇ ପରିବାରକୁ ସହାୟତା କରିଥାନ୍ତି ।

  • Related Posts

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    ଖୋର୍ଦ୍ଧା : ହୋମ୍‌ଗାର୍ଡ ପରୀକ୍ଷା ପାଇଁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ତରତୁଆ ରିଜର୍ଭ ପଡିଆରେ ଶାରୀରିକ ପରୀକ୍ଷା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । ଦୌଡୁଥିବା ବେଳେ ସେ ହଠାତ୍‌ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ…

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଛତ୍ରପୁର: ଛତ୍ରପୁର ବାଇପାସ୍‌ରେ ସ୍କୁଟି କଣ୍ଟେନରରେ ଆକସ୍ମିକ ନିଆଁ ଲାଗି ସମସ୍ତ ସ୍କୁଟି ପୋଡିଯାଇଛି । ଘଟଣା ସ୍ଥଲରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ହେଲେ ଏହାରି ମଧ୍ୟରେ କଣ୍ଟେନେରରେ ଥିବା ୩୦ଟି ସ୍କୁଟି ଜଳିଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ