ଆପାର୍ଟମେଣ୍ଟ ପଞ୍ଜୀକରଣ ସମ୍ପର୍କିତ ବିଜ୍ଞପ୍ତିରେ ଉପରେ ରହିତାଦେଶ ଜାରି

ଭୁବନେଶ୍ୱର:ଆପାର୍ଟମେଣ୍ଟ ପଞ୍ଜୀକରଣ ବିଜ୍ଞପ୍ତି ଉପରେ ରୋକ । ଆପାର୍ଟମେଣ୍ଟ ପଞ୍ଜୀକରଣ ସମ୍ପର୍କିତ ବିଜ୍ଞପ୍ତିରେ ଉପରେ ରହିତାଦେଶ ଜାରି କରାଯାଇଛି । ମାନ୍ୟବର ହାଇକୋର୍ଟ ଏହି ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ଉନ୍ନୟନ ବିଭାଗ ଏନେଇ ପୂର୍ବରୁ ବିଜ୍ଞପ୍ତି ଜାରି କରିଥିବାବେଳେ ଆଜି ହାଇକୋର୍ଟ ଏହି ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ।

ଗତ ଫେବୃଆରୀ ପହିଲାରେ ବିଭାଗ ଗୃହ ଓ ନଗର ଉନ୍ନୟନ ବିଭାଗ ଏନେଇ ବିଜ୍ଞପ୍ତି ପ୍ରକାଶ କରିଥିଲା । ବିଭାଗ ପକ୍ଷରୁ ୨୦୧୭ ରେରା ପୂର୍ବରୁ ନିର୍ମିତ ଆପାର୍ଟମେଣ୍ଟର କିଣାବିକା ଅନୁମତି ଦିଆଯାଇଥିଲା । ତେବେ ରାଜ୍ୟ ସରକାରଙ୍କ ଅନୁମତି ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ