ଆବାସ ଘର ଲାଗି ଦୁଇ ଟ୍ରାକ୍ଟର୍ ମାଗଣା ବାଲି ଦିଆଯିବ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆବାସ ଘର ଲାଗି ଦୁଇ ଟ୍ରାକ୍ଟର୍ ମାଗଣା ବାଲି ଦିଆଯିବ। ଏନେଇ ସରକାର ସ୍ଥିର କରିଛନ୍ତି। ବାଲି ଚେରାଚାଲାଣ ରୋକିବା ପାଇଁ ନୂଆ ଏସଓପି ଆସିବ। ଏଣେ ବାଲି ଚୋରି ରୋକିବା ଲାଗି ନୂଆ ଏସଓପି ଆସିବ। ଏଥିଲାଗି କ୍ୟାବିନେଟରେ ଆଲୋଚନା ହୋଇଛି। ଏନେଇ ଆଜି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଗରିବ ଲୋକଙ୍କୁ ମାଗଣାରେ ବାଲି ଦିଆଗଲେ ସେମାନେ ଘର ଖଣ୍ଡେ ସହଜରେ ତିଆରି କରିପାରିବେ। ସେମାନଙ୍କୁ ପରମିଟ୍ ଇସ୍ୟୁ କରାଯିବ, ଯାହାଦ୍ବାରା ଗରିବ ଲୋକେ ବାଲି ମାଗଣାରେ ଆଣିପାରିବେ। ନଦୀ ଭିତରୁ ପଶି ବାଲି କାଢ଼ିବା ବନ୍ଦ ହେବ। ହାଇୱା ବ୍ୟବହାର ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାର ରାସ୍ତା ଏତେ ଲୋଡ଼ ନେଇପାରୁନାହିଁ । ଏହା ନଷ୍ଟ ହେଉଛି । ତେଣୁ କେତେ ଓଜନର ବାଲି ଗାଡ଼ି ଯାଉଛି । ତେଣୁ ଏସବୁକୁ ନେଇ ନୂଆ ଏସଓପି ଆସିବାକୁ ଯାଉଛି ।

  • Related Posts

    ରାଜ୍ୟରେ ୨୦ଟି ନୂଆ ସାଇବର ଥାନା ପ୍ରତିଷ୍ଠା ହେବ

    ଭୁବନେଶ୍ଵର:ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାଇବର ଓ ଅଥନୈତିକ ଅପରାଧ ରୋକିବାକୁ ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦେଶ କ୍ରମେ ଗୃହ…

    ହଟିଲା ଆୟକର ବିଲ୍‌ ୨୦୨୫ ଆସିବ ନୂଆ ବିଧେୟକ

    ଭୁବନେଶ୍ଵର:ଫେବୃୟାରୀ ମାସରେ ଲୋକ ସଭାରେ ଆଗତ ହୋଇଥିବା ଆୟକର ବିଲ୍ ୨୦୨୫କୁ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରତ୍ୟାହାର କରିଛନ୍ତି। ୧୯୬୧ ଆୟକର ଆଇନକୁ ହଟାଇ ନୂଆ ଆଇନ ଆଣିବା ଉଦ୍ଦେଶ୍ୟରେ ସରକାର ଏହି ଆୟକର ବିଲ୍‌କୁ ଆଗତ କରିଥିଲେ।…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ୨୦ଟି ନୂଆ ସାଇବର ଥାନା ପ୍ରତିଷ୍ଠା ହେବ

    ହଟିଲା ଆୟକର ବିଲ୍‌ ୨୦୨୫ ଆସିବ ନୂଆ ବିଧେୟକ

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

    ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ