ଆମେରିକାରେ ବିମାନ ଦୁର୍ଘଟଣା, ୩ ମୃତ

ନୁ୍ୟୱର୍କ: ଆମେରିକାରେ ଅହମ୍ମଦାବାଦ ଭଳି ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି । ବିଳମ୍ବିତ ରାତିରେ ଆମେରିକାରେ ଏକ ବଡ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଲୁଇସଭିଲ୍‌ ମହମ୍ମଦ ଅଲି ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡାଣ ଆରମ୍ଭ କରିବାର କିିଛି ସମୟ ପରେ ୟୁପିଏସ ଫ୍ଲାଇଟ୍‌ ୨୯୭୬ଦୁଘଁଟଣାଗ୍ରସ୍ତ ହୋଇଛି । ରନୱେରୁ ଉଡାଣ ଆରମ୍ଭ କରିବାକୁ ଚେଷ୍ଟା କରିବା ସୟରେ ମାଲବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ଏପର୍ୟ୍ୟନ୍ତ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି ।

ବିମାନରେ ତିନି ଜଣ କ୍ରୁ ସଦସ୍ୟ ଥିଲେ । ବିମାନରେ ପ୍ରାୟ ୨ଲକ୍ଷ ୮୦ହଜାର ପାଉଣ୍ଡ ଇନ୍ଧନ ଥିଲା । ଦୁର୍ଘଟଣାପରେ ବିମାନଟି ଫର୍ନଭ୍ୟାଲି ରୋଡ୍‌ ଓ ଗ୍ରେଡ ଲେନରେ ଖସି ପଡି ବିସ୍ଫୋରଣ ହୋଇଥିଲା । ତେବେ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ଆହୁରି ବଢିପାରେ ବୋଲି କୁହାଯାଉଛି ।

  • Related Posts

    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading
    ସ୍ମିତ୍ ମଚ୍ଛାରଙ୍କ ସହ କଥା ହେଲେ ନେତନ୍ୟାହୁ

    ନୂଆଦିଲ୍ଲୀ:   ମୃତ୍ୟୁ ସହ ଲଢି ଫ୍ଲାଏଦୁବାଇ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା ସ୍ମିତ୍ ମଚ୍ଛାରଙ୍କ ସହ କଥା ହୋଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ । ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ନେତନ୍ୟାହୁ । ଇସ୍ରାଏଲ, ଭାରତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ