ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା

କେନ୍ଦ୍ରା‌ପଡ଼ା: କୁମ୍ଭୀର ପ୍ରଜନନ ପାଇଁ ତିନି ମାସ ବନ୍ଦ ରହିବା ପରେ, ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି ଶୁକ୍ରବାର ଅଗଷ୍ଟ ୧ଠାରୁ ପର୍ୟ୍ୟଟକଙ୍କ ପାଇଁ ଖୋଲିବାକୁ ଯାଉଛି।, କୁମ୍ଭୀର ପ୍ରଜନନରେ କୌଣସି ବାଧାରେ ଯେଭଳି ସୃଷ୍ଟି ନହେବ ସେଥିପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ’ ୧ ରୁ ଜୁଲାଇ ୩୧ ପର୍ୟ୍ୟନ୍ତ ବନ୍ଦ ରହିଥିଲା। ବନ ବିଭାଗ ପର୍ୟ୍ୟଟକଙ୍କୁ ସ୍ୱାଗତ କରିବା ଏବଂ ସେମାନଙ୍କୁ ଏକ ସ୍ମରଣୀୟ ଅଭିଜ୍ଞତା ପ୍ରଦାନ କରିବା ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି କରାଯାଇଛି।

  • Garvita Odia

    Related Posts

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି।…

    Leave a Reply

    Your email address will not be published. Required fields are marked *

    You Missed

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଲୋୟର ପିଏମଜିରେ ସିଆର୍‌ପି ସିଏମ୍‌ଙ୍କ ବିକ୍ଷୋଭ

    ଲୋୟର ପିଏମଜିରେ ସିଆର୍‌ପି ସିଏମ୍‌ଙ୍କ ବିକ୍ଷୋଭ

    ଡିଜିଟାଲ୍ ପରିବର୍ତନ ଏବଂ ନୂତନ ଉଦ୍ଭାବନକୁ ନେଇ ଆଇବିସିଏସ୍ ପକ୍ଷରୁ ଜାତୀୟ ସମ୍ମିଳନୀ ଆୟୋଜିତ

    ଡିଜିଟାଲ୍ ପରିବର୍ତନ ଏବଂ ନୂତନ ଉଦ୍ଭାବନକୁ ନେଇ ଆଇବିସିଏସ୍ ପକ୍ଷରୁ ଜାତୀୟ ସମ୍ମିଳନୀ ଆୟୋଜିତ