ଆସନ୍ତାକାଲି ଏହି ଜିଲ୍ଲାରେ ଭାଙ୍ଗିବ ଗଛ, ଉଡ଼ିବ ଛପର !

ଭୁବନେଶ୍ୱର : ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ରାୟଗଡ଼ାରେ ୫୦ରୁ ୬୦ କିମି ବେଗରେ ଝଡ଼ବତାସ ହେବ । ବର୍ଷା ବି କାଚିବ । ଏହାର ପ୍ରଭାବରେ ଗଛ ଉପୁଡ଼ିବା ସହ ଛପର ଉଡ଼ିଯିବାର ବି ଆଶଙ୍କା ରହିଛି । ଏନେଇ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ରାୟଗଡ଼ାରେ ପ୍ରବଳ କୁଆପଥର ମାଡ଼ ହେବବୋଲି ପୂର୍ବାନୁମାନ କରାଯାଇଛି ।
ଏହାଛଡ଼ା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ କଟକ ଆଦି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ ।

  • Related Posts

    ଆସନ୍ତାକାଲି ଏହି ଜିଲ୍ଲାରେ ହେବ ପ୍ରବଳ କୁଆପଥର ମାଡ଼ !

    ଭୁବନେଶ୍ୱର:ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ରାୟଗଡ଼ାରେ ପ୍ରବଳ କୁଆପଥର ମାଡ଼ ହେବବୋଲି ପୂର୍ବାନୁମାନ କରାଯାଇଛି । ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ରାୟଗଡ଼ାରେ ୫୦ରୁ ୬୦…

    Continue reading
    ନୂଆ ଓଡ଼ିଶାର ସ୍ଵପ୍ନ ଦେଖିବା ଜରୁରୀ: ମୁଖ୍ୟ ସଚିବ

    ଭୁବନେଶ୍ବର: ଡିଜିଟାଲ ଯୁଗରେ ରାଜସ୍ୱ ପ୍ରଶାସନର ବଦଳୁଛି ଭୂମିକା । ଭୂ-ପରିଚାଳନା କ୍ଷେତ୍ରରେ ଦୁର୍ନୀତିମୁକ୍ତ ଓ ସ୍ୱଚ୍ଛ ଶାସନ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି । ତେଣୁ ନୂଆ କରି ପ୍ରଶାସନିକ ସେବାରେ ଯୋଗ ଦେଉଥିବା ଅଧିକାରୀ ନୂଆ ଓଡ଼ିଶାର ସ୍ଵପ୍ନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ