ଆସନ୍ତାକାଲି ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା

ଭୁବନେଶ୍ୱର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଆୟୁଷ୍ମାନ ଭାରତରେ ସାମିଲ୍ କରିଛନ୍ତି।
ପୂର୍ବରୁ ସ୍ୱାସ୍ଥ୍ୟମନ୍ତ୍ରୀ କହିଥିଲେ କି “ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଖୁବଶୀଘ୍ର ଲାଗୁ ହେବାକୁ ଯାଉଛି । ଏବେ ଡାଟା କାମ ଚାଲିଛି । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ଲାଗୁ ହେବ । ନିର୍ଦ୍ଦିଷ୍ଟ ଭାବରେ ୧ କୋଟି ପରିବାରର ପ୍ରାୟ ୩ କୋଟି ୫୦ ଲକ୍ଷ ଲୋକଙ୍କୁ ସ୍ୱାସ୍ଥ୍ୟ କାର୍ଡ ମିଳିବ । ଏହା ସାରା ଭାରତ ବର୍ଷରେ ପାଖାପାଖି ୨୭ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ହେବ। ଲୋକ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଇବେ । ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କ ମଧ୍ୟ ଏହି ସ୍ୱାସ୍ଥ୍ୟବୀମା ସୁବିଧା ମିଳିବ । ଏହା ଏକ କମନ୍ କାର୍ଡ ହେବ ।”

  • Related Posts

    ପିଆଜ ଦର ବୃଦ୍ଧି

    କଟକ: ଡାଲି, ତେଲ ,ଚାଉଳ, କଞ୍ଚା ପରିବା ପରେ ଏବେ ପିଆଜ ଦର ବୃଦ୍ଧି ହୋଇଛି । ଯେଉଁ ପିଆଜ ଦର ଗତ କିଛି ଦିନ ତଳେ ସ୍ୱାଭାବିକ ଥିଲା, ଏବେ ହଠାତ୍‌ ବୃଦ୍ଧି ପାଇଛି । ପୂର୍ବରୁ ପିଆଜ କିଲୋପ୍ରତି…

    Continue reading
    ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ

    ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ପ୍ରବଳରୁ ଅତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ