ଆସନ୍ତା ସୋମବାର ନନ୍ଦନକାନନ ଖୋଲା, ମଙ୍ଗଳବାର ବନ୍ଦ

ଭୁବନେଶ୍ଵର : ପର୍ଯ୍ୟଟକଙ୍କ ପାଇଁ ଜରୁରୀ ସୂଚନା। ଆସନ୍ତା ସୋମବାର ଅର୍ଥାତ ୧୫ ତାରିଖ ନନ୍ଦନକାନନ ଖୋଲା ରହିବ ଓ ମଙ୍ଗଳବାର ୧୬ ତାରିଖ ବନ୍ଦ ରହିବ। ସୋମବାର ରଜ ସଂକ୍ରାନ୍ତି ପଡୁଥିବାରୁ ନନ୍ଦନକାନନର ଉଭୟ ( ପ୍ରାଣୀ ଓ ଉଦ୍ଭିଦ) ଉଦ୍ୟାନ ଖୋଲା ରହିବ। ଏହାର ପରଦିନ ଅର୍ଥାତ ମଙ୍ଗଳବାର ୧୬ ତାରିଖ ନନ୍ଦନକାନନର ଉଭୟ ଉଦ୍ୟାନ ବନ୍ଦ ରହିବ। ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି।

ନନ୍ଦନକାନନର ନିୟମ ଅନୁଯାୟୀ, ନନ୍ଦନକାନନର ଉଭୟ ଉଦ୍ୟାନ ସପ୍ତାହରେ ଗୋଟିଏ ଦିନ ସୋମବାର ବନ୍ଦ ରୁହେ। ତେବେ ଯଦି ସୋମବାର ସ୍ଵାଧୀନତା ଦିବସ, ଗଣତନ୍ତ୍ର ଦିବସ, ବଡ଼ଦିନ, ନୂଆବର୍ଷ, ଦଶହରା ଓ ରଜ ପଡେ ତେବେ ସେହିଦିନ ନନ୍ଦନକାନନ ଖୋଲା ରହି ପରଦିନ ବନ୍ଦ ରହିବା ନିୟମ ରହିଛି।

  • Related Posts

    ହାତୀ ଆକ୍ରମଣରେ ଯୁବକର ମୃତ୍ୟୁରେ ସଙ୍ଘାପଶିରେ ଉତ୍ତେଜନା

    ହାତୀକୁ ଘଉଡ଼ାଇବା ଓ କ୍ଷତିପୂରଣ ଦାବିରେ ୨୦ ଘଣ୍ଟା ଧରି ଶବକୁ ଛାଡ଼ିଲେନି ଦେବଗଡ଼ ଜିଲ୍ଲା ରିଆମାଳ ବନାଞ୍ଚଳ ଚଢ଼େଇମରା ପଞ୍ଚାୟତ ଅନ୍ତର୍ଗତ ସାଙ୍ଗାପସି ତଳ ସାହିରେ ବୁଧବାର ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ପରେ ଅଞ୍ଚଳରେ ଉତ୍ତେଜନା ଦେଖାଯାଇ…

    Continue reading
    ଦେବଗଡ଼ ଡିଷ୍ଟ୍ରିକ୍ଟ କଣ୍ଟ୍ରାକ୍ଟର୍ସ ୟୁନିଅନର ବୈଠକ

    ଦେବଗଡ଼:ପୌରାଚଂଳର ପ୍ରଧାନପାଟ ରୋଡସ୍ଥିତ କ୍ରିଷ୍ଟାଲ ପ୍ୟାଲେସରେ ଆଜି ଦେବଗଡ଼ ଡିଷ୍ଟ୍ରିକ୍ଟ କଣ୍ଟ୍ରାକ୍ଟର୍ସ ୟୁନିଅନର ବୈଠକ ଅନୁଷ୍ଠିତ ହୋଇଯାଇଛି। ୟୁନିଅନର ସଭାପତି ଇଂ ସୁଜିତ ପ୍ରଧାନ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ସରକାରୀ ନିର୍ମାଣ କାର୍ଯ୍ୟର ସୁପରିଚାଳନା ଏବଂ ଠିକାଦାରମାନଙ୍କ ସମସ୍ୟା ସମ୍ପର୍କରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ