ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋବରାବେଡା ଗାଁରେ ଶୋଇବା ଘରୁ ଉଦ୍ଧାର ହେଲା ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ । ଯୁବକଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ମୃତକ ଦେବ ପ୍ରସାଦ ନାଏକ ବୋଲି ଜଣା ପଡ଼ିଛି ।

ସୂଚନା ମୁତାବକ, ଶୋଇବା ଘରେ ଯୁବକ ଜଣକ ଆତ୍ମହତ୍ୟା କରିଥିବା ତାଙ୍କ ସାଙ୍ଗମାନେ ଦେଖିଥିଲେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଗାଁ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ସେଠାରେ ପହଞ୍ଚି ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

  • Garvita Odia

    Related Posts

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି।…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ