ଇତିହାସକୁ ବଦଳାଇବାକୁ କିଛି ଲୋକ ଚେଷ୍ଟା କରୁଛନ୍ତି: ନବୀନ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ବିଜେପିକୁ ଟାର୍ଗେଟ କରିଛନ୍ତି । ପଞ୍ଚାୟତିରାଜ ଦିବସ ପରିପ୍ରେକ୍ଷୀରେ ନବୀନ ବିଜେପି ସରକାରଙ୍କୁ ଟାର୍ଗେଟ କରିଛନ୍ତି ।
ନବୀନ କହିଛନ୍ତି ଯେ ବିଜେପି ସରକାରକୁ ଆସିବା ପରେ କ୍ରୀଡ଼ା ସମ୍ମାନ ନାମ ବଦଳାଇବାକୁ ଚେଷ୍ଟା କଲେ । ଏବେ ବିମାନ ବନ୍ଦର ନାମକୁ ବଦଳାଇବାକୁ ଚେଷ୍ଟା କରୁଛନ୍ତି । ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ, କିନ୍ତୁ ଦୋଷୀଙ୍କୁ ବର୍ତ୍ତମାନ ସୁଦ୍ଧା ଧରିପାରି ନାହାନ୍ତି । ବିବୁ ବାବୁଙ୍କ ନାମ ବଦଳାଇ ପାରନ୍ତି, ହେଲେ ଲୋକଙ୍କ ଭଲ ପାଇବା ବଦଳାଇ ପାରିବେ ନାହିଁ । ଏହା ବିଜେପିର କ୍ଷୁଦ୍ର ମନୋଭାବକୁ ପ୍ରକାଶ କରୁଛି । ଇତିହାସକୁ ବଦଳାଇବାକୁ କିଛି ଲୋକ ଚେଷ୍ଟା କରୁଛନ୍ତି । ସରକାର ଆସିବ ଯିବ, କିନ୍ତୁ ବିଜୁ ବାବୁ ସର୍ବଦା ଲୋକଙ୍କ ହୃଦୟରେ ରହିବେ ବୋଲି ନବୀନ କହିଛନ୍ତି ।
ଏଥିସହ ନବୀନ ବିଜେପିକୁ କିଛି ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି ଯେ ବିଜେପି ପାରାଦୀପ ପୋର୍ଟ ବନ୍ଦ କରି ପାରିବେ କି? ହାଲ, ଏନଟିପିସି, ଏନଆଇଟି ରାଉରକେଲା ବନ୍ଦ କରିପାରିବେ କି?

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ