ଇନଷ୍ଟ୍ରାଗ୍ରାମରେ ଦୀପିକାଙ୍କ ନୂଆ ରେକର୍ଡ ରିଲ୍ସକୁ ମିଳିଲା ୧.୯ ବିଲିୟନ ଭ୍ୟୁ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଗୋଟିଏ ରିଲ୍ସ ୧.୯ ବିଲିୟନ ଭ୍ୟୁ ଅତିକ୍ରମ କରିଛି, ଯାହାକି ବିଶ୍ୱରେ ସର୍ବାଧିକ ଦେଖାଯାଇଥିବା ରିଲ୍ସ ହୋଇଛି । ଏହି ରିଲରେ ଦୀପିକା ପାଦୁକୋନ୍‍ ଏକ ହୋଟେଲର ପ୍ରମୋସନ କରୁଥିବା ଦେଖାଯାଇଛି । ଏହି ପ୍ରମୋସନାଲ୍‍ ଭିଡ଼ିଓକୁ ଲୋକାମାନେ ଏତେ ଥର ଦେଖିଥିଲେ ଯେ ଦୀପିକା କିଛି ସମୟ ମଧ୍ୟରେ ଇତିହାସ ସୃଷ୍ଟି କରିଥିଲେ । ଦୀପିକାଙ୍କର ଇନଷ୍ଟାଗ୍ରାମରେ ୮୦ମିଲିୟନ୍‍ ଫଲୋଅର୍ସ ରହିଛନ୍ତି । ଦୈନିକ ନିଜର ବିଭିନ୍ନ ପ୍ରୋଜେକ୍ଟ ଏବଂ ବ୍ୟକ୍ତିଗତ ଜୀବନ ବିଷୟରେ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଅପଡେଟ୍‍ ଦେଇଥାନ୍ତି । ଦୀପିକାଙ୍କ ପ୍ରତିଟି ପୋଷ୍ଟକୁ ଦର୍ଶକ ବେଶ ଲାଇକ୍‍ କରିଥାନ୍ତି । ଦୀପିକା ପାଦୁକୋନ ତାଙ୍କର ଦମଦାର ଅଭିନୟ ପାଇଁ ଦର୍ଶକଙ୍କଠାରୁ ଅନେକ ପ୍ରଶଂସା ସାଉଁଟିଛନ୍ତି । ତେବେ ଅଭିନୟ ବ୍ୟବତୀ ଦୀପିକା ଏହି ରିଲ୍ସ କରି ଏବେ ଆଉ ଏକ ନୂଆ ରେକର୍ଡ କରିଛନ୍ତି ।

  • Related Posts

    State-wide fire safety mock drill on March 28

    Bhubaneswar,23/03/2026: The Housing & Urban Development Department, in collaboration with Odisha Fire Services, conducted a sensitization workshop on fire safety awareness and preparedness today. The session was aimed at synchronizing…

    Continue reading
    Heatwave Worries: Outdoor Activity Banned 11 a.m. to 3 p.m.

    Bhubaneswar, 23/03/2026: Odisha govt bans outdoor work from 11 AM to 3 PM in heatwave advisory Anticipating a rise in temperatures in April and a heightened risk of heatwave-related illnesses,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ